ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଓ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।
Prev Post