ରାୟଗଡ଼ା: ଗୁରୁବାର ଦିନ ଗୁଣୁପୁର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ଗମାଙ୍ଗ ଓ ବିଷମ କଟକ ନିର୍ବଚାନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ସାରାକା ସମର୍ଥକମାନଙ୍କ ପଟୁଆରରେ ଆସି ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଷମ କଟକର ବିଏସ୍ପି ପ୍ରାର୍ଥୀ ଯାକେସିକ ମଧ୍ୟ ଆଜି ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।