ଗୋଟିଏ ଦିନରେ ପ୍ରଭାସଙ୍କ ଫିଲ୍ମ ‘ସାହୋ’ର ଆୟ

ସାଉଥ୍ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ସାହୋ’ ଗତକାଲି ରିଲିଜ୍ ହୋଇଯାଇଛି । ଏହି ଫିଲ୍ମକୁ ରିଲିଜ୍ ପୂର୍ବରୁ ସେତେଟା ଭଲ ରିଭ୍ୟୁ ମିଳି ନଥିଲା । ହେଲେ ବି ପ୍ରଥମ ଦିନରେ...

ସାଉଥ୍ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ସାହୋ’ ଗତକାଲି ରିଲିଜ୍ ହୋଇଯାଇଛି । ଏହି ଫିଲ୍ମକୁ ରିଲିଜ୍ ପୂର୍ବରୁ ସେତେଟା ଭଲ ରିଭ୍ୟୁ ମିଳି ନଥିଲା । ହେଲେ ବି ପ୍ରଥମ ଦିନରେ ଭଲ ରୋଜଗାର କରିଥିବା ଜଣାପଡିଛି । ଫିଲ୍ମଟି ପ୍ରଥମ ଦିନରେ ୨୪ କୋଟି ଟଙ୍କା ରୋଜଗାର କରିଥିବା ଖବର ମିଳିଛି । କିନ୍ତୁ ଫିଲ୍ମ ମେକର୍ସଙ୍କ ଆଶା ଅନୁସାରେ ଭଲ ରୋଜଗାର ହୋଇ ନ ଥିବା ଜଣାପଡିଛି । ବହୁସ୍ଥାନରେ ଫିଲ୍ମ ସ୍କ୍ରିନିଂ ହୋଇ ନ ଥିବାରୁ ଫିଲ୍ମ ମେକର୍ସଙ୍କୁ ବହୁ କ୍ଷତି ସହିବାକୁ ପଡିଛି । ମୋଟାମୋଟି ଭାବେ କହିବାକୁ ଗଲେ ସାଉଥ୍ ରୋଜଗାର ମିଶାଇ ୩୦ କୋଟି ଟଙ୍କା ଆୟ କରିଛି ।

Spread the love
Categories
ମନୋରଞ୍ଜନ

RELATED BY

  • ‘ସୁପର୍‌ଷ୍ଟାର୍‌ ସିଙ୍ଗର୍‌’ ହେଲେ ପ୍ରୀତି

    ମୁମ୍ୱାଇ: ସୋନି ଟିଭିରେ ପ୍ରସାରିତ ହେଉଥିବା ଅନ୍ୟତମ ଲୋକପ୍ରିୟ ରିଆଲିଟି ଶୋ’ ‘ସୁପର୍‌ଷ୍ଟାର୍‌ ସିଙ୍ଗର୍’ ରବିବାର ଶେଷ ହୋଇଯାଇଛି। ଏଥିରେ ପଶ୍ଚିମବଙ୍ଗର ପ୍ରୀତି ଭଟ୍ଟାଚାର୍ଯ୍ୟ ବିଜୟୀ ହୋଇଛନ୍ତି। ପୁରସ୍କାର ବାବଦକୁ ତାଙ୍କୁ ବିଜୟୀ ଟ୍ରଫି ସହିତ ୧୫ ଲକ୍ଷ ଟଙ୍କାର...
  • ସଲମାନ ଖାନଙ୍କୁ ହତ୍ୟା ଧମକ

    ମୁମ୍ବାଇ:ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଜୀବନରେ ମାରି ଦେବାକୁ ଧମକ ଦିଆଯାଇଛି । ଏକ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ଏହି ଧମକ ଦିଆଯାଇଛି । ଏହି ପୋଷ୍ଟ ଭାଇରାଲ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।...
  • “ଡ୍ୟାନ୍ସ ଦିୱାନେ-୨”ର ବିଜୟ ମୁକୁଟ ପିନ୍ଧିଲେ ବିଶାଲ

    ମୁମ୍ବାଇ: ଟେଲିଭିଜନର ପପୁଲାର ଡ୍ୟାନ୍ସ ରିଆଲିଟି ଶୋ ‘ ଡ୍ୟାନ୍ସ ଦିୱାନେ-୨ର ଫିନାଲେ ସରିଛି । ଶୋ ‘ରେ ବିଜେତାଙ୍କ ନାମ ଘୋଷଣା କରିଛନ୍ତି ସଲମାନ ଖାନ୍ । ଜାମସେଦପୁରର ବିଶାଲ ସୋନକର ହୋଇଛନ୍ତି ୨ୟ ସିଜିନର ବିଜେତା ।...
  • ତେଲୁଗୁ ହାସ୍ୟ ଅଭିନେତା ବେଣୁ ମାଧବଙ୍କ ପରଲୋକ

    ହାଇଦ୍ରାବାଦ:  ପପୁଲାର ତେଲୁଗୁ ହାସ୍ୟ ଅଭିନେତା ବେଣୁ ମାଧବଙ୍କ ୩୯ ବର୍ଷରେ ମୃତ୍ୟୁ ହୋଇଛି । ୧୫୦ରୁ ଉର୍ଦ୍ଧ୍ବ ଫିଲ୍ମରେ ଅଭିନୟ କରିସାରିଥିବେ ବେଣୁ କିଡନି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି । ସୂଚନାଯୋଗ୍ୟ, କିଡନି ଟ୍ରାନ୍ସପ୍ଲାଣ୍ଟ...