ମହାଶିବରାତ୍ରି ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପବିତ୍ର ମହାଶିବରାତ୍ରି । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ । 

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିଜ ଟ୍ୱିଟ ମାଧ୍ୟମରେ ମହା ଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରିଛନ୍ତି ଯେ, ମହା ଶିବରାତ୍ରିର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭକାମନା । ଭଗବାନ ଭୋଳାନାଥ ସମସ୍ତଙ୍କ ଉପରେ କୃପା କରନ୍ତୁ ।