ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଇଡିର ଚଢ଼ାଉ

ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଇଡିର ଚଢ଼ାଉ।ମନି ଲଣ୍ଡ୍ରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଏକକାଳୀନ ୪ ସ୍ଥାନରେ ଚାଲିଛି ରେଡ୍। ଭୁବନେଶ୍ୱରର ୨ଟି ଓ ଯୋଡ଼ାର ୨ଟି ସ୍ଥାନରେ ଚାଲିଛି ରେଡ୍।

ଖବର ଅନୁଯାୟୀ, ମନି ଲଣ୍ଡରିଂ ମାମଲାରେ ଖଣି ମାଲିକ ଜିତେନ୍ଦ୍ର ନାଥ ପଟ୍ଟନାୟକଙ୍କ ୪ଟି ସ୍ଥାନରେ ରେଡ୍‌ । ଇଡି ପକ୍ଷରୁ ଏହି ସବୁ ସ୍ଥାନଗୁଡିକରେ ଚାଲିଛି ଚଢାଉ । ବୁଧବାର ସକାଳ ୮ଟାରୁ କେନ୍ଦୁଝର ଯୋଡ଼ାରେ ୨ଟି ଓ ଭୁବନେଶ୍ୱରର ୨ଟି ସ୍ଥାନରେ ଚଢାଉ ଚାଲିଛି ।