ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୬ ରେ ପହଞ୍ଚି ଯାଇଛି।
Regret to inform the demise of Ten #COVID19 positive patients while under treatment in hospitals.
1.A 56-year old male of Balasore who was also suffering from Diabetes.
2.A 53-year old male of Bhubaneswar.
— H & FW Dept Odisha (@HFWOdisha) September 7, 2020
କରୋନାରେ ଆଖି ବୁଜିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ କେବଳ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭୁବନେଶ୍ୱର, କଟକ, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।