ଭୁବନେଶ୍ୱର: ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Regret to inform of the demise of eleven Covid positive patients while under treatment in hospitals.
1.A 57 year old male of Balasore district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 2, 2020
ଗଞ୍ଜାମ ଜିଲାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୨ ରହିଛନ୍ତି। ସେହିପରି ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତ୍ସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।