ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ୨୪ ଘଣ୍ଟା ମଧ୍ୟରେ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।
Regret to inform of the demise of thirteen Covid positive patients while under treatment in hospitals.
1.A 25 year old male of Bargarh district.
2. An 82 year old male of Bolangir district.
— H & FW Dept Odisha (@HFWOdisha) September 18, 2020
୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ। ପୁରୀ ଓ କେନ୍ଦ୍ରପଡ଼ାରୁ ୨ ଜଣ ଲେଖାଏଁ ରହିଛନ୍ତି। ବରଗଡ଼, ବଲାଙ୍ଗୀର,କଟକ ଓ ଗଜପତି,କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି।