ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୯୮୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏଥି ସହିତ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୩ ଶହ ୩୧ରେ ପହଞ୍ଚିଛି।
Another 2980 #COVID19 patients have recovered and are being discharged on 04.09.2020
654 from Cuttack
263 from Khordha
212 from Ganjam
207 from Mayurbhanj
133 from Sambalpur
126 from Bolangir
114 from Nayagarh
114 from Puri
111 from Baleswar
103 from Koraput
91 from Kendrapara— H & FW Dept Odisha (@HFWOdisha) September 4, 2020
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ସବୁଠାରୁ ଅଧିକ ୬୫୪ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡ଼ରୁ ୧୧୪, ପୁରୀରୁ ୧୧୪, ବାଲେଶ୍ବରରୁ ୧୧୧, କୋରାପୁଟରୁ ୧୦୩, କେନ୍ଦ୍ରାପଡ଼ାରୁ ୯୧, ବରଗଡ଼ରୁ ୮୭, ଅନୁଗୁଳରୁ ୮୦, କେନ୍ଦୁଝରରୁ ୮୦, ରାୟଗଡ଼ାରୁ ୭୬, ଢେଙ୍କାନାଳରୁ ୭୫, ସୁନ୍ଦରଗଡ଼ରୁ ୬୮, ଝାରସୁଗୁଡ଼ାରୁ ୬୭, ଭଦ୍ରକରୁ ୬୪, ମାଲକାନଗିରିରୁ ୬୧, ଜଗତ୍ସିଂହପୁରରୁ ୩୮, ନୂଆପଡ଼ାରୁ ୩୭, କନ୍ଧମାଳରୁ ୩୩, ଗଜପତିରୁ ୨୫, ନବରଙ୍ଗପୁରରୁ ୨୧, ଯାଜପୁରରୁ ୨୦, କଳାହାଣ୍ଡିରୁ ୧୦, ଦେଓଗଡ଼ରୁ ୫, ସୋନପୁରରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।