ପ୍ରଭାରୀଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା କଂଗ୍ରେସରେ କନ୍ଦଳ: ୩ ଆହତ

ପୁରୀ: ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ କନ୍ଦଳ । ୨ ଗୋଷ୍ଠୀ ମଧ୍ୟରେ ସଂର୍ଘଷ ହୋଇ ୩ ଆହତ । ସମସ୍ତ ଆହତଙ୍କୁ ପୁରୀ ମେଡିକାଲରେ ଭର୍ତି କରାଯାଇଛି । ରାଜ୍ୟ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କ ଉପସ୍ଥିତିରେ ଘଟଣା ଘଟିଥିବାବେଳେ, ଆଜି କଂଗ୍ରେସର ସାଙ୍ଗଠନିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାନ୍ତା ।