ମାଟି ଅତଡ଼ା ଧସି ୩ ଶ୍ରମିକ ମୃତ

କେନ୍ଦୁଝର: ମୋରମ ଖାଦାନ ମାଟି ଅତଡ଼ା ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆଜି ଏପରି ଘଟଣା କେନ୍ଦୁଝର ଜିଲ୍ଲା ତୁଳସୀଚଉରା ଗାଁରେ ଘଟିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଗାଁରେ ପହଞ୍ଚି ମାଟି ତଳୁ...

କେନ୍ଦୁଝର: ମୋରମ ଖାଦାନ ମାଟି ଅତଡ଼ା ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆଜି ଏପରି ଘଟଣା କେନ୍ଦୁଝର ଜିଲ୍ଲା ତୁଳସୀଚଉରା ଗାଁରେ ଘଟିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଗାଁରେ ପହଞ୍ଚି ମାଟି ତଳୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ଅନ୍ୟ ଜଣେ ମହିଳା ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Spread the love
Categories
ଓଡିଶାବଡ ଖବର

RELATED BY

  • ଇମ୍ଫା ଓ ଏନ୍‌ଆଇଟି ମଧ୍ୟରେ ଚୁକ୍ତି

    ଭୁବନେଶ୍ୱର: ଇଣ୍ଡିଆନ ମେଟାଲ୍ସ ଓ ଫେରୋ ଆଲଏଜ୍ ଲିମିଟେଡ୍ (ଇମ୍ଫା)ର ପ୍ରତିଷ୍ଠାତା ସ୍ୱର୍ଗତ ଡ. ବଂଶୀଧର ପଣ୍ଡାଙ୍କ ସ୍ମୃତିରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ସ୍ ଅଫ୍ ଟେକ୍ନୋଲୋଜି (ଏନ୍‌ଆଇଟି) ରାଉରକେଲାରେ ଏକ ସ୍ୱର୍ଣ୍ଣପଦକ ପ୍ରତିଷ୍ଠା କରିବା ନିମନ୍ତେ ଉଭୟ ଅନୁଷ୍ଠାନ ମଧ୍ୟରେ ଚୁକ୍ତି...
  • ସଞ୍ଜୟ ସାହୁଙ୍କୁ ‘ବେଷ୍ଟ ପିଆର୍‌ଓ’ ପୁରସ୍କାର

    ଭୁବନେଶ୍ୱର : କର୍ପୋରେଟ୍ ଯୋଗାଯୋଗ ଏବଂ ଗଣମାଧ୍ୟମ ସମ୍ପର୍କ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଦ୍ୱାରା ସଞ୍ଜୟ କୁମାର ସାହୁଙ୍କୁ ‘ବେଷ୍ଟ ପବ୍ଲିକ୍ ରିଲେସନ ଅଫିସର୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ଭବନେଶ୍ୱରରେ ଜାତୀୟ...
  • ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ, ନିୟମ ଉଲଂଘନ କଲେ ୨୫ ହଜାର ଟଙ୍କା ଯାଏଁ ଜରିମାନା

    ଭୁବନେଶ୍ୱର: ଓଡ଼ିଶା ସରକାର ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ଲେଖିବାକୁ ଗୁରୁତ୍ୱ ଦେଉଛନ୍ତି। ଏ ନେଇ ମଙ୍ଗଳବାର ଇଏସ୍‌ଆଇ କାର୍ଯ୍ୟାଳୟଠାରେ ଶ୍ରମବିଭାଗର ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ...
  • ୨୦୧୯-୨୦ ଖରିଫ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକେନ ବ୍ୟବସ୍ଥା

    ଭୁବନେଶ୍ୱର: ଧାନ ସଂଗ୍ରହ ଧାର୍ଯ୍ୟ ଦିବସ ପୁର୍ବରୁ ଚାଷୀମାନଙ୍କୁ ସେମାନଙ୍କ ବିକ୍ରି ଯୋଗ୍ୟ ଧାନ ସହ ସମ୍ପୃକ୍ତ ମଣ୍ଡିରେ ଉପସ୍ଥିତ ରହିବା ପାଇଁ ଏସଏମଏସ୍ ମାଧ୍ୟମରେ ପଞ୍ଜିକୃତ ମୋବାଇଲ ନମ୍ବରକୁ ବାର୍ତା ପ୍ରେରଣ କରାଯାଉଛି । ଅଗ୍ରୀମ ଟୋକେନର ତାଲିକା...