ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ଜଣେ ଜଗତସିଂହପୁରର ହୋଇଥିବାବେଳେ ଆଉ ୨ ଜଣେ ବାଲେଶ୍ୱରରୁ ବୋଲି ଜଣାପଡିଛି । ଏହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଂଚିଛି ।