ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଏକ ଆଶ୍ୱସ୍ତିକର ଖବର ମଧ୍ୟ ସାମ୍ନାକୁ ଆସିଛି । ଆଜି ରାଜ୍ୟରେ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 3484 #COVID19 patients have recovered and are being discharged on 01.09.2020
890 from Khordha
314 from Jajpur
302 from Rayagada
253 from Ganjam
162 from Kendrapara
143 from Cuttack
131 from Mayurbhanj
130 from Koraput
126 from Nayagarh
105 from Baleswar— H & FW Dept Odisha (@HFWOdisha) September 1, 2020
ଖୋର୍ଦ୍ଧାରୁ ସର୍ବାଧିକ ୮୯୦ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୩୧୪, ରାୟଗଡାରୁ ୩୦୨, ଗଂଜାମରୁ ୨୫୩, କେନ୍ଦ୍ରାପଡାରୁ ୧୬୨, କଟକରୁ ୧୪୩, ମୟୁରଭଂଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡରୁ ୧୨୬, ବାଲେଶ୍ୱରରୁ ୧୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ମାଲକାନଗିରିରୁ ୮୭, ସୁନ୍ଦରଗଡରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡାରୁ ୫୯, ବରଗଡରୁ ୫୭, ବଲାଙ୍ଗୀରରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଂଗପୁରରୁ ୨୫, ଢେଙ୍କାନାଳରୁ ୨୩, ଗଜପତି ଜିଲ୍ଲାରୁ ୨୩ ଜଣ ସୁସ୍ଥ ହୋଇଛନ୍ତି । କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡରୁ ୭ ଓ ନୂଆପଡାରୁ ୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।