ଗଞ୍ଜାମରେ ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ।


ଗଞ୍ଜାମ ଜିଲ୍ଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାକୁ ରୋକିବାକୁ ସାମାଜିକ ଦୂରତ୍ୱ ମାନିବାକୁ ଅନୁରୋଧ କଲେ ଜିଲ୍ଲାପାଳ ।