ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୦୪୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର:  ଆଜି ରାଜ୍ୟରୁ ୪୦୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।


ଖୋର୍ଦ୍ଧାରୁ ସର୍ବାଧିକ ୬୮୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୬୬ ଜଣ, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୁଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୨୩୩, ସୁନ୍ଦରଗଡରୁ ୧୩୦, ଭଦ୍ରକରୁ ୧୧୮, ସମ୍ବଲପୁରରୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡରୁ ୧୦୬, ନୂଆପଡାରୁ ୧୦୧, ରାୟଗଡାରୁ ୯୯, ସୁନ୍ଦରଗଡରୁ ୯୮, ଝାରସୁଗୁଡାରୁ ୮୧, କୋରାପୁଟରୁ ୬୪, ସୋନପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡରୁ ୪୬, ବଲାଙ୍ଗିରିରୁ ୪୫, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡରୁ ୧୬, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।