ଭୁବନେଶ୍ୱର: ଆଜି ରାଜ୍ୟରେ ୪୩୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨୩ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୬ ହଜାର ୮୮୮କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Covid-19 Report For 23rd September
New Positive Cases: 4340
In quarantine: 2517
Local contacts: 1823(Details of local contacts will be shared by concerned Dist Administration)
District Wise Cases
1. Angul: 155
2. Balasore: 162
3. Bargarh: 108
4. Bhadrak: 105
5. Balangir: 53— I & PR Department, Odisha (@IPR_Odisha) September 24, 2020