ଭୁବନେଶ୍ଵର : ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି। ହେଲେ ସଂକ୍ରମିତଙ୍କ ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର ସୂଚନା
ଦେଇଛି।
313 from Baleswar
264 from Bargarh
233 from Jagatsinghpur
223 from Mayurbhanj
215 from Kalahandi
214 from Boudh
205 from Sonepur
203 from Keonjhar
192 from Koraput
185 from Kendrapara
184 from Jajapur
184 from Nayagarh
169 from Rayagada
118 from Deogarh
115 from Puri— H & FW Dept Odisha (@HFWOdisha) May 20, 2021
Another 9870 Covid patients have recovered and are being discharged on 20.05.2021
1673 from Khordha
789 from Sundargarh
650 from Nuapada
646 from Cuttack
592 from Anugul
425 from Bolangir
357 from Jharsuguda
356 from Sambalpur
354 from Nabarangpur
325 from Ganjam— H & FW Dept Odisha (@HFWOdisha) May 20, 2021
ବିଭାଗ ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭୩ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେହି ପରି ସୁନ୍ଦରଗଡ ଜିଲ୍ଲାରୁ ୭୮୯, ନୂଆପଡାରୁ ୬୫୦, କଟକରୁ ୬୪୬, ଅନୁଗୋଳରୁ ୫୯୨, ବଲାଙ୍ଗୀରରୁ ୪୨୫, ଝାରସୁଗୁଡାରୁ ୩୫୭, ସମ୍ବଲପୁରରୁ ୩୫୬, ନବରଙ୍ଗପୁରରୁ ୩୫୪, ଗଞ୍ଜାମରୁ ୩୨୫, ବାଲେଶ୍ଵରରୁ ୩୧୩, ବରଗଡରୁ ୨୬୪, ଜଗତସିଂହପୁରରୁ ୨୩୩, ମୟୂରଭଞ୍ଜରୁ ୨୨୩, କଳାହାଣ୍ଡିରୁ ୨୧୫, ବୌଦ୍ଧରୁ ୨୧୪, କେନ୍ଦୁଝରରୁ ୨୦୩ କୋଭିଡ୍-୧୯ ରୋଗୀ ସୁସ୍ଥ ହୋଇଛନ୍ତି।