ସୋନପୁର: ଆଜି ସୋନପୁରରେ ଥିବା କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏହି ଅବସରରେ ଜିଲ୍ଲାପାଳ ମୋନିଷା ବାନାର୍ଜୀ, ଡିଆଇଜି ହିମାଂଶୁ ଲାଲ, ଏସ୍ପି ଦେବୀ ପ୍ରସାଦ ଦାଶ, ସିଡିଏମଓ ଡ. ଦିଲୀପ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ୫-ଟି ସଚିବ ଭି କେ ପାଣ୍ଡିଆନ ଓ ମୁଖ୍ୟ ସଚିବ ଅସିତ ତ୍ରିପାଠୀ ଆଜି ବଲାଙ୍ଗୀର ଓ ବରଗଡ଼ରେ ଥିବା କୋଭିଡ ହସ୍ପିଟାଲ ପରିଦର୍ଶନ କରିଛନ୍ତି ।