ଆମିକସ୍‌କ୍ୟୁରୀଙ୍କ କୋଣାର୍କ ପରିଦର୍ଶନ

ପୁରୀ: କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି ଆମିକସ୍‌କ୍ୟୁରୀ । ଗସ୍ତ ସମୟରେ ଆମିକସ୍‌କ୍ୟୁରୀ ଏନ୍.କେ.ମହାନ୍ତି ସୂର୍ଯ୍ୟମନ୍ଦିରର ସ୍ଥିତାବସ୍ଥା ଯାଞ୍ଚ କରିଛନ୍ତି । ଏହି ସମୟରେ ତାଙ୍କ ସହ କୋର କମିଟି ସଦସ୍ୟ ଏନ.ସି.ପାଲ ମଧ୍ୟ ଉପସ୍ଥିତ ଥିଲେ । କୋଣାର୍କ...

ପୁରୀ: କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି ଆମିକସ୍‌କ୍ୟୁରୀ । ଗସ୍ତ ସମୟରେ ଆମିକସ୍‌କ୍ୟୁରୀ ଏନ୍.କେ.ମହାନ୍ତି ସୂର୍ଯ୍ୟମନ୍ଦିରର ସ୍ଥିତାବସ୍ଥା ଯାଞ୍ଚ କରିଛନ୍ତି । ଏହି ସମୟରେ ତାଙ୍କ ସହ କୋର କମିଟି ସଦସ୍ୟ ଏନ.ସି.ପାଲ ମଧ୍ୟ ଉପସ୍ଥିତ ଥିଲେ । କୋଣାର୍କ ମନ୍ଦିରରେ ଉପୁଜୁଥିବା ଜଳ ନିଷ୍କାସନ ସମସ୍ୟା, କୀର୍ତ୍ତିରାଜିର ସଂରକ୍ଷଣ ଆଦିକୁ ସେ ତଦାରଖ କରିଛନ୍ତି । ଖୁବଶୀଘ୍ର ଏନେଇ ସେ ଭାରତୀୟ ପତ୍ନତାତ୍ତ୍ବିକ ବିଭାଗ (ଏଏସଆଇ) ସହ ଆଲୋଚନା କରି ଏକ ଷ୍ଟିଅରିଂ କମିଟି ବୈଠକ ବସାଇବା ନେଇ ସୂଚନା ମିଳିଛି। ସୂର୍ଯ୍ୟ ମନ୍ଦିରରେ ଜଳ ନିଷ୍କାସନ ସମସ୍ୟା ଯୋଗୁଁ ଅନେକ ସମୟରେ ବର୍ଷା ଜଳ ନିଷ୍କାସନ ହୋଇ ନ ପାରି ଜଳ ଜମି ରହୁଛି । ଏହା ମନ୍ଦିର ପ୍ରତି ବିପଦ ବଢାଉଛି।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...