ନାମାଙ୍କନପତ୍ର ଦାଖଲ କଲେ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଶୁକ୍ରବାର ଦିନ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଗୁଜୁରାଟ ଗାନ୍ଧୀନଗର ଆସନ ପାଇଁ ନାମାଙ୍କନ ଭରିଛନ୍ତି ଅମିତ । ଶାହ ଗାନ୍ଧିନଗର ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ନାମାଙ୍କନ ବେଳେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ ।