ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଆଜି ବିଜେଡି ତରଫରୁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ଏହି ତାଲିକା ଘୋଷଣା କରିଛନ୍ତି। ସେହି ଅନୁସାରେ ନବୀନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଉପରେ ଭରସା କରି କାକଟପୁରରୁ ପ୍ରାର୍ଥୀ କରିଛନ୍ତି । ଏଥର ମାତ୍ର ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।

ହିନ୍ଦୋଳ- ମହେଶ ସାହୁ

ରଘୁନାଥପଲ୍ଲୀ- ଅର୍ଚ୍ଚନା ବେହେରା

ବାଲିକୁଦା ଏରସମା- ସାରଦା ପ୍ରସନ୍ନ ଜେନା

କାକଟପୁର- ତୁଷାରକାନ୍ତି ବେହେରା

ବାଙ୍ଗିରପୋଷି- ରଂଜିତା ମାରାଣ୍ଡି

ବରୀ- ବିଶ୍ବରଂଜନ ମଲ୍ଲିକ