କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟପ୍ରଦେଶ ନିର୍ବାଚନ ପ୍ରଚାର ଦାୟିତ୍ୱ

ନୂଆଦିଲ୍ଲୀ : ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ କରିଛି କଂଗ୍ରେସ । ୨୦୧୯ ନିର୍ବାଚନ ହେବାକୁ ଥିବା ରଜ୍ୟ ମାନଙ୍କ ଲାଗି ଦଳର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି । ଏହି କ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟପ୍ରଦେଶ ନିର୍ବାଚନ ପ୍ରଚାର ଦାୟିତ୍ୱ ଦେଇଛି ବିଜେପି । ୨୦୧୯ ନିର୍ବାଚନରେ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟପ୍ରଦେଶରେ ଦଳର ପ୍ରଚାର ଦାୟିତ୍ୱ ତୁଲାଇବେ ।
ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ରାଜସ୍ଥାନ ଦାୟିତ୍ୱ , କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡାଙ୍କୁ ତେଲେଙ୍ଗାନା, ଏବଂ ମୁକୁଲ ରାୟଙ୍କୁ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ଦାୟିତ୍ୱ ପ୍ରଦାନ କରାଯାଇଛି ।