୨ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଭୁବନେଶ୍ୱର ବିଜେପି ସାଂଗଠନିକ ଜିଲ୍ଲାର ସଭାପତି ଭାବେ ବାବୁ ସିଂ ଏବଂ କଳାହାଣ୍ଡି ଜିଲ୍ଲାର ସଭାପତି ଭାବେ ଆଡଭୋକେଟ ଦେବେନ୍ଦ୍ର ମହାନ୍ତିଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ନିଯୁକ୍ତି ଦିଆଯାଇଛି । ଏନେଇ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।