ବଲିଉଡ୍ ଅଭିନେତା ଇର୍‌ଫାନ୍ ଖାନଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍  ଅଭିନେତା ଇର୍‌ଫାନ୍ ଖାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ମଙ୍ଗଳବାର ହଠାତ୍ ଇରଫାନ ଅସୁସ୍ଥ ହୋଇଯାଇଥିଲେ। ତାଙ୍କୁ ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଭର୍ତି କରାଯାଇଥିଲା।