ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର:  ଅଟୋମେଟିକ୍ ମେକାନିଜିମ୍‌ରେ ବଢ଼ିଲା ବସ୍ ଭଡ଼ା। ଅର୍ଡିନାରି ବସ୍ କିମି ପିଛା ୬୯ ପଇସା ଥିଲା । ହେଲା ୭୦ ପଇସା। ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା ଥିଲା ୭୨ ପଇସା । ହେଲା ୭୩ ପଇସା। ଡିଲକ୍ସ ବସ୍ ଭଡ଼ା ଥିଲା ୯୯ ପଇସା ହେଲା ୧ ଟଙ୍କା ୧ ପଇସା। ଏସି ଡିଲକ୍ସ କିମି ପିଛି ଥିଲା ୧ ଟଙ୍କା ୨୧ ପଇସା ହେଲା ୧ ଟଙ୍କା ୨୩ ପଇସା ପୂର୍ବରୁ ଶେଷଥର ପାଇଁ ୨୦୧୯ ଜୁଲାଇ ୧୧ରେ ବୃଦ୍ଧି ପାଇଥିଲା। ପୂର୍ବରୁ  ଅର୍ଡିନାରି କିମି ପିଛା ୬୯ ପଇସାକୁ ବୃଦ୍ଧି ପାଇ ଥିଲା ।

ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା ୭୨ ପଇସାକୁ ବୃଦ୍ଧି ପାଇଛି। ଡିଲକ୍ସ ୯୯ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇ ଥିଲା।