Browsing Category

ଓଡିଶା

ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ: ପବିତ୍ର ଶ୍ରୀକ୍ଷେତ୍ର ଧାମରେ ଆଜି ଶ୍ରୀଜିଉମାନଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଆଶାଢ଼ ଶୁକ୍ଲ ପକ୍ଷ ଏକାଦଶୀ ତିଥିରେ ସେବାୟତମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କୁ ତାଳଧ୍ୱଜ ଓ ଦେବୀ…
Read More...

ଓଡ଼ିଶାରେ ପ୍ଲାଜ୍‍ମା ଥେରାପି ମାଧ୍ୟମରେ ଆରମ୍ଭ ହେବ କରୋନା ଚିକିତ୍ସା

ଭୁବନେଶ୍ୱର: କରୋନା ରୋଗୀଙ୍କ ପାଇଁ ଓଡିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ମିଳିଥିବା ସୂଚନା ଅନୁସାରେ, ପ୍ଲାଜମା…
Read More...

ମଧ୍ୟପ୍ରଦେଶ କ୍ୟାବିନେଟ୍ ସଂପ୍ରସାରିତ : ମନ୍ତ୍ରୀଭାବେ ୨୮ ଜଣ ବିଧାୟକ ନେଲେ ଶପଥପାଠ

ଭୋପାଳ: ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନ ସରକାରଙ୍କ କ୍ୟାବିନେଟ୍ ଶେଷରେ ସମ୍ପ୍ରସାରିତ ହୋଇଛି  ଗୁରୁବାର ଦିନ ରାଜ୍ୟପାଳ ଆନନ୍ଦିବେନ ପଟେଲ ଶିବରାଜ କ୍ୟାବିନେଟର ମୋଟ ୨୮ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି।…
Read More...

କରୋନାରୁ ଆରୋଗ୍ୟ କ୍ଷେତ୍ରରେ ୧୧ତମ ସ୍ଥାନରେ ଓଡିଶା

ନୂଆଦିଲ୍ଲୀ: ମହାମାରୀ କରୋନାରୁ ଆରୋଗ୍ୟ କ୍ଷେତ୍ରରେ ଟପ୍ ୧୫ ରାଜ୍ୟ ତାଲିକା ପ୍ରକାଶ ପାଇଛି । କରୋନା ସଂକ୍ରମଣରୁ ଆରୋଗ୍ୟ କ୍ଷେତ୍ରରେ ଓଡିଶା ୧୧ ତମ ସ୍ଥାନରେ ରହିଛି । ପ୍ରଥମରେ ଚଣ୍ଡିଗଡରେ ଆରୋଗ୍ୟ ହାର ୮୨.୩ ପ୍ରତିଶତ…
Read More...

କଟକ ଜିଲ୍ଲାରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଚାଲିଥିବା ବେଳେ ଗୁରୁବାର ଦିନ କଟକ ଜିଲ୍ଲାରେ ୧୨ଟି ନୂଆ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛି । ଏହାଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୦କୁ ବୃଦ୍ଧି ପାଇଛି ।…
Read More...

ଅଙ୍ଗନୱାଡି ଶିଶୁଙ୍କୁ ମିଳିବ ରାଗିଲଡୁ

କେନ୍ଦୁଝର:କେନ୍ଦୁଝର ଜିଲ୍ଲାରେ ଆଜିଠାରୁ ଅଙ୍ଗନବାଡି କେନ୍ଦ୍ରରେ ଶିଶୁମାନେ ଖାଇବେ ମାଣ୍ଡିଆ ଲଡୁ (ରାଗିଲଡୁ") । ରାଗି ଲଡୁ ହେଉଛି ମାଣ୍ଡିଆରେ ତିଆରି ହୋଇଥିବା ଏକ ଲଡୁ । ୩ ରୁ ୬ ବର୍ଷ ବୟସ୍କ ଶିଶୁ ମାନଙ୍କୁ ସପ୍ତାହରେ…
Read More...

ଭୁବନେଶ୍ୱରର ରୁଚିକା ନର୍ସିଂହୋମ ସିଲ୍

ଭୁବନେଶ୍ୱର: ରାଜଧାନୀର ରୁଚିକା ନର୍ସିଂହୋମରେ ତାଲା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରୁଚିକା ନର୍ସିଂହୋମରେ ତାଲା ପଡିଛି । ବରମୁଣ୍ଡା ଜିବି କୋଲନୀରେ ଥିବା ଏହି ନର୍ସିଂହୋମରେ ଆଜି ବିଏମସି ଓ ବିଡିଏର ଟିମ୍ ଚଢାଉ…
Read More...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧୩ କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୯

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୧୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୩ଜଣଙ୍କ ମଧ୍ୟରେ ୮ଜଣ ଘରୋଇ ସଙ୍ଗରୋଧରେ ଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି । ଏହା ସହ ଆଜି ୯ଜଣ କରୋନା…
Read More...

ଡିଏସପିଙ୍କ ପରିବାରରୁ ୪ କରୋନା ଚିହ୍ନଟ

କଟକ :  ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୋଲିସ ଡିଏସପି କରୋନା ଆକ୍ରାନ୍ତ ହୋଇଥିଲେ । ଏହାପରେ ତାଙ୍କ ପରିବାରର ଆଉ ୪ ଜଣ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ଟି କରୋନା ପଜିଟିଭ କେସ୍ ଚିହ୍ନଟ…
Read More...

ଜୁଲାଇ ୩୧ ପର୍ଯ୍ୟନ୍ତ ଭୁବନେଶ୍ୱରର ୪ କାର୍ଯ୍ୟାଳୟକୁ ସାଧାରଣ ପ୍ରବେଶ ମନା

ଭୁବନେଶ୍ୱର : ଲୋକାସେବା ଭବନ , ଖାରବେଳ ଭବନ , କୃଷି ଭବନ ଓ ରାଜୀବ ଭବନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ସ୍ଥାନୀୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ ଏହା…
Read More...

ଗଞ୍ଜାମରେ ଜୁଲାଇ ୩୧ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ ପ୍ରତିବନ୍ଧକ

ବ୍ରହ୍ମପୁର: ଗଞ୍ଜାମରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ଜୁଲାଇ ୩୧ ପର୍ଯ୍ୟନ୍ତ ଜିଲ୍ଲାରେ ଯାନବାହନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବାକୁ ଜିଲ୍ଲା ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ବୋଲି…
Read More...

ମିଳିଲାନି ସ୍ୱୀକୃତି: ଆତ୍ମହତ୍ୟା କଲେ ପ୍ରେମୀଯୁଗଳ

ପାରାଦୀପ: ପ୍ରେମକୁ ମିଳିଲାନି ସମାଜର ସ୍ବୀକୃତି, ଆତ୍ମହତ୍ୟାର ବାଟ ବାଛି ନେଲେ ପ୍ରେମୀ ଯୁଗଳ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଦୁଆଡିଆ ଗ୍ରାମରେ।ସୂଚନା ମୁତାବକ ଦୁଆଡିଆ ଗ୍ରାମର…
Read More...

ଜୁଲାଇ ୧୩ରୁ ଆରମ୍ଭ ହେବ ଅନଲାଇନ୍‌ କ୍ଲାସ୍

ଭୁବନେଶ୍ୱର: ଜୁଲାଇ ୧୩ରୁ ସବୁ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ଅନଲାଇନ୍‌ କ୍ଲାସ୍‌। ଏନେଇ ସବୁ ୟୁନିଭର୍ସିଟିର କୁଳସଚିବ ଓ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ଅଗଷ୍ଟ ୩୧ ତାରିଖ…
Read More...

ଆଜି ଶ୍ରୀଜିଉଙ୍କ ସୁନାବେଶ

ପୁରୀ: ଜନ୍ମବେଦୀରେ ଲୀଳାଖେଳା ସାରି ନୀଳକନ୍ଦରକୁ ବାହୁଡ଼ିଛନ୍ତି ମହାବାହୁ। ଏବେ ସିଂହଦ୍ୱାର ସମ୍ମୁଖରେ ରହିଛି ତିନି ରଥ । ଆଜି ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନା ଅଳଙ୍କାରରେ ଆଭୁଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ…
Read More...