Browsing Category

Bignews

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ସୁବିଧା ପାଇଁ ୫-ଟି ଅଧିନରେ ଅନ୍‌ଲାଇନରେ ମିଳିବ ୧୧ ପ୍ରକାର ସେବା :…

ଭୁବନେଶ୍ବର :୫ଟି ଅଧୀନରେ ପ୍ରସ୍ତୁତ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ୧୧ ଟି ଅନଲାଇନ ସେବା କୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ରାଜ୍ୟର ଲୋକମାନଙ୍କୁ ବିଭିନ୍ନ ସରକାରୀ ସୁବିଧା ଓ ସୁଯୋଗକୁ…
Read More...

ସ୍ବାସ୍ଥ୍ୟ କର୍ମୀଙ୍କ ସହିତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ କରୋନା ଟୀକା ପ୍ରଦାନରେ…

ଭୁବନେଶ୍ବର : କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା ଉଜ୍ଜଳ ହୋଇଛି । ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ…
Read More...

ସ୍ବାଭିମାନ ଅଞ୍ଚଳ ମୋ ହୃଦୟରେ ଅଛି, ଏହାକୁ ଆଗୁଆ ଅଞ୍ଚଳ ଭାବରେ ଗଢିବା ପାଇଁ ମୋର ଉଦ୍ୟମ ଜାରି ରହିବ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଡି ଡିଜିଟାଲ ପ୍ଲାଟଫର୍ମରେ ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କ ପାଇଁ ସ୍ମାର୍ଟ ଫୋନ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି…
Read More...

ସୀମା‌ ସୁରକ୍ଷା ବଳର ଯବାନମାନଙ୍କ ସହ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଜୈସଲମେର ସୀମାରେ ମୁତୟନ ହୋଇଥିବା ସୀମା‌ ସୁରକ୍ଷା ବଳର ଯବାନମାନଙ୍କ ସହ ଦୀପାବଳି ପାଳନ କରିଛନ୍ତି। ସେଠାରେ ଯବାନମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ…
Read More...

ଦୀପାବଳିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ…
Read More...

କରୋନା ସମୟରେ କୃଷି ହିଁ ଆମ ଅର୍ଥନୀତି ପାଇଁ ବଡ ଆଶା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍‌, କୃଷିସାମଗ୍ରୀ ବିକ୍ରେତାମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ ପ୍ରଦାନ, ଦକ୍ଷ…
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ନବମ ଓ ଦଶମ ଶ୍ରଣେୀ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନଶେ୍ୱର:ସାଢେ ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରଣେୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ…
Read More...

କଟକର ଆୟକର ଟ୍ରିବ୍ୟୁନାଲ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

କଟକ: କଟକରେ ଉଦଘାଟିତ ହେଲା ଆୟକର ଟ୍ରିବ୍ୟୁନାଲ ଭବନ । ଭିଡିଓ କନଫେରେନସିଂ ଜରିଆରେ ଏହାକୁ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଟ୍ରିବ୍ୟୁନାଲ ବିଲ୍ଡିଂ ।…
Read More...

ଗୋଟିଏ ପରିବାର ୬ ଜଣଙ୍କୁ ହତ୍ୟା : ପୋଲିସ୍ ଏବଂ ସାଇଣ୍ଟିଫିକ୍ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ

ବଲାଙ୍ଗୀର : ପାଟଣାଗଡରେ ଏକ ଗଣହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ କି ଦୁଇ ଜଣ ନୁହଁ, ଏକାଥରକେ ଗୋଟିଏ ପରିବାରର ଛଅ ଜଣଙ୍କୁ ହତ୍ୟା। ଗଇଁତିରେ ନିର୍ମମ ଭାବରେ ଚୋଟ ପରେ ଚୋଟ ମାରି ହତ୍ୟା କରାଯାଇଛି। ବଲାଙ୍ଗୀର ପାଟଣାଗଡ଼…
Read More...

ଭୋଟରଙ୍କୁ କୃତଜ୍ଞତା ଜଣାଇଲେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜୟୀଙ୍କୁ ଦେଲେ ଶୁଭେଛା

ଭୁବନେଶ୍ୱର: ବାଲେଶ୍ୱର ସଦରଏବଂ ତିର୍ତ୍ତୋଲ ବିଧାନସଭା ଆସନରେ ବିଜୟୀ ହେବା ପରେ ଭୋଟରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ବିଜୟୀ ହୋଇଥିବା ସ୍ୱରୂପ ଦାସ ଏବଂ ବିଜୟ ଶଙ୍କର…
Read More...

ନବୀନଙ୍କ କ୍ରେଜ୍ : ବିଜେଡି ବଳ ଆଗରେ ବିରୋଧୀ ଚିତପଟାଙ୍ଗ୍‌

ଭୁବନେଶ୍ୱର : ବିଜେପିରୁ ହେଉ କି ପାଟକୁରା । ତିର୍ତ୍ତୋଲ ହେଉ କି ବାଲେଶ୍ୱର ସଦର । ସବୁବେଳେ ସବୁଠି ନବୀନଙ୍କ କ୍ରେଜ । ନବୀନଙ୍କ ଉପରେ ଲୋକଙ୍କ ଭରସା ଅତୁଟ ଅଛି । ଏକଥା ଥରେ ନୁହେଁ ବାର ବାର ପ୍ରାମାଣିତ ହେଉଛି । ଆଉ…
Read More...

ତିର୍ତ୍ତୋଲରେ ପୁଣି ବିଜେଡିର ବାଜିମାତ : ବିଜେପିକୁ ହାରାଇ ବିଜୟ ଶଙ୍କର ବିଜୟୀ

ଭୁବନେଶ୍ୱର :  ତିର୍ତ୍ତୋଲରେ ପୁଣି ବାଜିମାତ କରିଛି ବିଜେଡି । ପୂର୍ବତନ ବିଧାୟକ ବିଷ୍ଣୁତରଣ ଦାସଙ୍କ ଅକାଳ ବିୟୋଗ ପରେ ତାଙ୍କ ପୁତ୍ର ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରାଯାଇଥିଲା । ଏହି ଆସନରେ ବିଜୟ ଶଙ୍କର ନିଜର ନିକଟତମ…
Read More...