Browsing Category

Bignews

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢ଼ୀ

ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି। ମନୋନୀତ ହେବାପରେ ସୁରମା ବାଚସ୍ପତି ପଦ ପାଇଁ…
Read More...

ଅଯୋଧ୍ୟା ରାମ ମନ୍ଦିର ନିକଟରେ ଫୁଟିଲା ଗୁଳି;ସୁରକ୍ଷାରେ ନିୟୋଜିତ ଯବାନଙ୍କର ମୃତ୍ୟୁ

ଅଯୋଧ୍ୟା ରାମ ମନ୍ଦିର ନିକଟରେ ଆଜି ଘଟିଛି ଅଘଟଣ। ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଥିବା ଜଣେ ଯବାନଙ୍କର ଗୁଳି ବାଜି ମୃତ୍ୟୁ ହୋଇଛି। ତେବେ ତାଙ୍କ ଶରୀରରେ କିପରି ଗୁଳି ବାଜିଲା ତାହା ସ୍ପଷ୍ଟ ହୋଇ ପାରିନି। ମୃତ ଯବାନଜଣକ…
Read More...

ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ

ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ୍ ରେ ଉପଲବ୍ଧ ଓଡ଼ିଶା ସିନିୟର ସେକେଣ୍ଡାରି ଟିଚର ଇଲିଜିବିଲିଟି ଟେଷ୍ଟ ପରୀକ୍ଷା ଫଳ । www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ । ୱେବସାଇଟ୍ ରୁ…
Read More...

ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ

ବିବାହ ବନ୍ଧନରେ ବାନ୍ଧିହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ନେଦରଲ୍ୟାଣ୍ଡରେ ନାଦିଆଙ୍କ ସହ ବିବାହ ବନ୍ଧନରେ ବାନ୍ଧିହେଲେ ଅରୁଣ । ଅରୁଣଙ୍କ ବିବାହର ଖବର…
Read More...

ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଧାୟକ ଭାବେ ବିଧାନସଭାରେ ଶପଥ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନବୀନଙ୍କୁ ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
Read More...

ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ…
Read More...

ପାଣିପାଗ ସ୍ଥିତିକୁ ନେଇ ସ୍କୁଲ ଖୋଲିବା ନିଷ୍ପତି ନେବେ ଜିଲ୍ଲାପାଳ

ରାଜ୍ୟରେ ପୂର୍ବପରି ଗ୍ରୀଷ୍ମ ପ୍ରବାହ ବଳବତ୍ତର ରହିଥିବାରୁ ଆସନ୍ତାକାଲି ଅର୍ଥାତ୍ ଜୁନ୍ ୧୮ ତାରିଖରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର । ସମଗ୍ର ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ…
Read More...

୪ ରାଜ୍ୟ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କଲା ବିଜେପି

ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି…
Read More...

ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି; ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ କେନ୍ଦ୍ର…
Read More...

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବୈଠକ

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା…
Read More...

ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪…
Read More...

ଗଙ୍ଗାରେ ଡଙ୍ଗା ବୁଡ଼ି ୬ ନିଖୋଜ

ରାଜଧାନୀ ପାଟନାରେ ବଡ଼ ଦୁର୍ଘଟଣା। ବାଢ ସ୍ଥିତ ଉମାଶଙ୍କର ଘାଟରେ ରବିବାର ସକାଳେ ୬ ଜଣ ଲୋକ ଗଙ୍ଗାରେ ବୁଡ଼ି ଯାଇଛନ୍ତି। ସମସ୍ତେ ନାଳନ୍ଦାକୁ ଶବର ଅନ୍ତିମ ସଂସ୍କାର କରିବାକୁ ଆସି ଥିଲେ। ଅନ୍ତିମ ସଂସ୍କାର ପରେ ସ୍ନାନ ପାଇଁ…
Read More...