Browsing Category

Bignews

ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ। ଆଜି ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ଏହି ଦୁଃଖଦ ଘଟଣାରେ ରାଜ୍ଯପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…
Read More...

ସାହିତ୍ୟ ଏକାଡେମୀର ଯୁବ ଏବଂ ଶିଶୁ ସାହିତ୍ୟ ପୁରସ୍କାରରେ ପୁରସ୍କୃତ ହେବେ ୨ ଓଡ଼ିଆ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସାହିତ୍ୟ ଏକାଡେମୀ ବୋର୍ଡ ତରଫରୁ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସାହିତ୍ୟ ଏକାଡେମୀର ମୁଖ୍ୟ ମାଧବ କୌଶିକ ଯୋଗ ଦେଇ ୨୦୨୪ ପାଇଁ ୨୩ ଜଣ ଲେଖକଙ୍କୁ ପୁରସ୍କୃତ କରାଯିବା ନେଇ ଘୋଷଣା କରାଯାଇଛି । ବୋର୍ଡର…
Read More...

ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ଲୋକଙ୍କୁ ଭଲ ବ୍ୟବହାର କର

ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଅନ୍ତୁ । ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରୁ । ଲୋକଙ୍କୁ…
Read More...

ଏନକାଉଣ୍ଟରରେ ୮ ନକ୍ସଲ ସଫା

ଏନକାଉଣ୍ଟରରେ ଟଳିଲେ ୮ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ୮ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ…
Read More...

କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆ ପରିବାରବର୍ଗଙ୍କ ପାଇଁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ…

ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ…
Read More...

ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଥମଥର ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ

ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଦାୟୀତ୍ୱ ନେବା ପରେ ଆଜି ପ୍ରଥମଥର ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିଥିଲେ । ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କି,…
Read More...

ରାଜ୍ୟ ସଂଗ୍ରହାଳୟରେ ଲୋକମାନଙ୍କ ସହ ମିଶି ରଜ ପାଳିଲେ ମୁଖ୍ୟମନ୍ତ୍ରୀ

ସାରା ରାଜ୍ୟରେ ଆଜି ପହିଲି ରଜକୁ ହସ ଉଲ୍ଲାସର ସହ ପାଳନ କରାଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଲୋକମାନଙ୍କ ସହ ମିଶି ରଜ ପାଳନ କରିଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ…
Read More...

ଏୟାର ଇଣ୍ଡିଆ ବିମାନର ମନମୁଖୀ ନିଷ୍ପତି, ଭୁବନେଶ୍ୱର ବଦଳରେ କୋଲକାତାରେ ଛାଡ଼ିଦେବା ଯୋଗୁଁ ଯାତ୍ରୀ କଲେ ହଙ୍ଗାମା

ଏୟାର ଇଣ୍ଡିଆ ବିମାନର ମନମୁଖୀ ନିଷ୍ପତି ପାଇଁ ଯାତ୍ରୀ କଲେ ହଙ୍ଗାମା। ଭୁବନେଶ୍ୱରରେ ଯାତ୍ରୀଙ୍କୁ ଛାଡିବା ବଦଳରେ କୋଲକାତା ବିମାନ ବନ୍ଦରରେ ଅବତରଣ କରିଥିଲା ବିମାନ। ସେଠାରୁ ଯାତ୍ରୀଙ୍କୁ ନିଜ ଖର୍ଚ୍ଚରେ ଭୁବନେଶ୍ୱର ଯିବାକୁ…
Read More...

ରାଜ୍ୟବାସୀଙ୍କୁ ରଜର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବନସ୍ତେ ଡାକିଲା ରଜ, ବରଷକେ ଥରେ ଆସିଛି ରଜ। ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି…
Read More...

ବିଧାନସଭାର କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାବେ ରାଜଭବନରେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ରାଜା ସ୍ୱାଇଁ ଏହି…
Read More...

କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ପାର୍ଥିବ ଶରୀର ଭାରତରେ ପହଞ୍ଚିଲା

କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ପାର୍ଥିବ ଶରୀର ଧରି ପହଞ୍ଚିଲା ବାୟୁସେନା ବିମାନ । କୋଚ୍ଚି ବିମାନବନ୍ଦରରେ ବିମାନ ଅବତରଣ କରିବା ପରେ ସମସ୍ତଙ୍କ ଆଖିରେ ଲୁହ ଭରିଯାଇଥିଲା । ମୃତକଙ୍କ ପରିବାରଲୋକେ…
Read More...

ଜୁନ ୨୦ରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ

ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିସହିତ ଏହା ପୂର୍ବରୁ ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ଆଜି ଆଠଗଡ଼ ବିଧାୟକ ରଣେନ୍ଦ୍ର…
Read More...

ଆସନ୍ତା ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ

ଆସନ୍ତା ଜୁନ ୨୬ ତାରିଖରେ ଲୋକସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ଏନେଇ ଆଜି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ…
Read More...

ରାଜଧାନୀରେ ସିରିଜ ଦୁର୍ଘଟଣା

ରାଜଧାନୀରେ ସିରିଜ ଦୁର୍ଘଟଣା । ଏକାଧିକ କାରକୁ ଧକ୍କା ଦେଲା ଟ୍ରକ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ…
Read More...