Browsing Category

Corporate

ପୁଣି କମିଲା ସୁନା-ରୂପା ଦାମ

ନୂଆଦିଲ୍ଲୀ  : ଦୁଇ ଦିନ ବଢ଼ିବା ପରେ ୧୮ ଅଗଷ୍ଟ (ବୁଧବାର)ରେ ସୁନା ଦାମ କମିଛି। ଭାରତୀୟ ସରଫା ବଜାରରେ ସୁନା ଦର ଖସିଛି। ୧୦ ଗ୍ରାମ ସୁନାର ମୂଲ୍ୟ ୪୬ ହଜାର ଟଙ୍କାରେ ବନ୍ଦ ହୋଇଛି । ରୂପା ଦାମ ମଧ୍ୟ କମିଥିବା ଜଣାପଡ଼ିଛି ।…
Read More...

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)

ଭୁବନେଶ୍ବର  : ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ…
Read More...

ରାଜ୍ୟର କର୍ପୋରେଟ୍ ଅନୁଷ୍ଠାନ ଓ ଘରୋଇ ହସ୍ପିଟାଲର ପ୍ରତିନିଧିଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଟିକାକରଣ ସମୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର :  ଚଳିତ ଜୁଲାଇ ମାସରେ ଓଡିଶାର କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଗୁଡିକ ନିଜ ଖର୍ଚ୍ଚରେ ୧୦ ଲକ୍ଷ ଲୋକଙ୍କୁ ମାଗଣା ଟିକା ଦେବାର ଖସଡା ପ୍ରସ୍ତୁତ କରନ୍ତୁ ବୋଲି ସୋମବାର କେନ୍ଦ୍ର ସ୍ୱାସ୍ଥ୍ୟ…
Read More...

ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ସନ୍ତୁଳନ ଶାନ୍ତି ଆଣିଦିଏ

ଭୁବନେଶ୍ଵର : ଶିକ୍ଷାଗତ ଯୋଗ୍ୟତା ଓ ଆର୍ଥିକ ସ୍ଵଚ୍ଛଳତା ନୁହେଁ ମାତ୍ର ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ସନ୍ତୁଳନ ହିଁ ମନୁଷ୍ୟ କୁ ଶାନ୍ତି ଆଣିଦିଏ। ଏହା କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ବିଶ୍ଵବିଦ୍ୟାଳୟର କୁଳପତି…
Read More...

ଅଶୋଧିତ ତୈଳ ଦର ବୃଦ୍ଧି ନେଇ ଚିନ୍ତାବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୪ – ନିକଟରେ ତୈଳ ବଜାରରେ ଆସିଥିବା ପରିବର୍ତନ, ତୈଳ ଚାହିଦାର ପୁନରୁଦ୍ଧାର, ଆର୍ôଥକ ଅଭିବୃଦ୍ଧି ଆକଳନ ଏବଂ ଉର୍ଜା କ୍ଷେତ୍ର ନେଇ ଥିବା ଆହ୍ୱାନ ଗୁଡିକ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
Read More...

ଦେଶର ସବୁ ସରକାରୀ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ପିଏସଏ୍ ଅକ୍ସିଜେନ୍‌ ପ୍ଲାଂଟ୍ ଆଗାମୀ ଲହରର ପ୍ରସ୍ତୁତିକୁ ବ୍ୟାପକ…

ନୂଆଦିଲ୍ଲୀ/ଭୁବନେଶ୍ୱର : ପିଏମ୍ କେୟାର୍ସ ପାଣ୍ଠିରୁ ଦେଶର ସବୁ ସରକାରୀ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ପିଏସଏ ଅକ୍ସିଜେନ୍ ପ୍ଲାଂଟ୍ ପ୍ରତିଷ୍ଠା ଆଗାମୀ ଦିନରେ କରୋନାର ସମ୍ଭାବ୍ୟ ଲହର ପାଇଁ ଆମର ପ୍ରସ୍ତୁତିକୁ ବ୍ୟାପକ କରିବ…
Read More...

ବିଶ୍ୱ ପରିବେଶ ଦିବସରେ ସୋଆରେ ପ୍ରଧାନମନ୍ତ୍ରୀଙ୍କ ଲାଇଭ୍ ଷ୍ଟ୍ରିମିଂ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଚଳିତ ସପ୍ତାହରେ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (ଆଇଓସିଏଲ୍‌)ର…
Read More...

ଇମ୍ଫାର କୋଭିଡ୍‌-୧୯ ଟୀକାକରଣ ଅଭିଯାନଶୁଭାରମ୍ଭ

ଭୁବନେଶ୍ୱର ; ଭାରତର ଅଗ୍ରଣୀ ତଥା ପୂର୍ଣ୍ଣସମନ୍ୱିତଫେରୋକ୍ରୋମ୍‌ଉତ୍ପାଦନକାରୀକମ୍ପାନୀଇମ୍ଫା (ସ୍ଥାପିତ: ୧୯୬୧) ଦ୍ୱାରା ଆପୋଲୋହସ୍ପିଟାଲ୍ ଓ ଫିକି ସହିତମିଳିତଭାବେଏହାରକର୍ପୋରେଟ୍‌କାର୍ଯ୍ୟାଳୟଠାରେ କୋଭିଡ୍‌-୧୯…
Read More...

ଆଗାମୀ ଦିନରେ ୧୦ ହଜାର ସିଏନଜି ଷ୍ଟେସନ ପ୍ରତିଷ୍ଠା ସହ ୫ କୋଟି ପିଏନଜି ସଂଯୋଗ ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପେଟ୍ରୋଲିୟମ ଓ ଗ୍ୟାସ ମନ୍ତ୍ରଣାଳୟର ପରିବେଶ ସୁରକ୍ଷା ତଥା ସମସ୍ତଙ୍କ ପାଖରେ ସ୍ୱଚ୍ଛ ଇନ୍ଧନ ପହଁଚାଇବାର ପ୍ରତିବଦ୍ଧତା ଦିଗରେ ଆଗାମୀ ଦିନରେ…
Read More...

ଗୁଜୁରାଟ ବିଶୋଧନାଗାରର ସଂପ୍ରସାରଣ ପାଇଁ ୨୪ ହଜାର କୋଟି ପୁଞ୍ଜିନିବେଶ କରିବ ଇଣ୍ଡିଆନ ଅଏଲ – ଧର୍ମେନ୍ଦ୍ର…

ଗୁଜୁରାଟ/ଭୁବନେଶ୍ୱର :  ଗୁଜୁରାଟ ଠାରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଉପସ୍ଥିତିରେ ଇଣ୍ଡିଆନ ଅଏଲ ଏବଂ ଗୁଜୁରାଟ ସରକାରଙ୍କ ମଧ୍ୟରେ ଏକ ବୁଝାମଣା ପତ୍ର…
Read More...

ଢେଙ୍କାନାଳ ଜିଲ୍ଲାରେ ଟାଟା ଷ୍ଟିଲର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର/ଢ଼େଙ୍କାନାଳ :  ଅନୁଗୁଳ ଏବଂ ଢ଼େଙ୍କାନାଳ ଜିଲ୍ଲାରେ ସାମୂହିକ ପ୍ରୟାସରେ ସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ କରାଯାଉଛି ବୋଲି ସୋମବାର ଭିଡିଓ କନଫରେନ୍ସିଂ ଜରିଆରେ ଢ଼େଙ୍କାନାଳ ଜିଲ୍ଲା ଖଡ଼ଗପ୍ରସାଦ ଠାରେ ଟାଟା ଷ୍ଟିଲ…
Read More...