Browsing Category

Odisha

ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ଆଜି ବିରୋଧୀ ଦଳ ନେତା ବାଛିବାକୁ ବୈଠକ କରିଥିଲା।ବୈଠକରେ…
Read More...

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢ଼ୀ

ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି। ମନୋନୀତ ହେବାପରେ ସୁରମା ବାଚସ୍ପତି ପଦ ପାଇଁ…
Read More...

ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ

ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ୍ ରେ ଉପଲବ୍ଧ ଓଡ଼ିଶା ସିନିୟର ସେକେଣ୍ଡାରି ଟିଚର ଇଲିଜିବିଲିଟି ଟେଷ୍ଟ ପରୀକ୍ଷା ଫଳ । www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ । ୱେବସାଇଟ୍ ରୁ…
Read More...

ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ

ବିବାହ ବନ୍ଧନରେ ବାନ୍ଧିହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ନେଦରଲ୍ୟାଣ୍ଡରେ ନାଦିଆଙ୍କ ସହ ବିବାହ ବନ୍ଧନରେ ବାନ୍ଧିହେଲେ ଅରୁଣ । ଅରୁଣଙ୍କ ବିବାହର ଖବର…
Read More...

ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଧାୟକ ଭାବେ ବିଧାନସଭାରେ ଶପଥ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନବୀନଙ୍କୁ ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
Read More...

ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ…
Read More...

ପାଣିପାଗ ସ୍ଥିତିକୁ ନେଇ ସ୍କୁଲ ଖୋଲିବା ନିଷ୍ପତି ନେବେ ଜିଲ୍ଲାପାଳ

ରାଜ୍ୟରେ ପୂର୍ବପରି ଗ୍ରୀଷ୍ମ ପ୍ରବାହ ବଳବତ୍ତର ରହିଥିବାରୁ ଆସନ୍ତାକାଲି ଅର୍ଥାତ୍ ଜୁନ୍ ୧୮ ତାରିଖରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର । ସମଗ୍ର ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ…
Read More...

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବୈଠକ

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା…
Read More...

ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪…
Read More...

ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ। ଆଜି ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ଏହି ଦୁଃଖଦ ଘଟଣାରେ ରାଜ୍ଯପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…
Read More...

ସାହିତ୍ୟ ଏକାଡେମୀର ଯୁବ ଏବଂ ଶିଶୁ ସାହିତ୍ୟ ପୁରସ୍କାରରେ ପୁରସ୍କୃତ ହେବେ ୨ ଓଡ଼ିଆ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସାହିତ୍ୟ ଏକାଡେମୀ ବୋର୍ଡ ତରଫରୁ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସାହିତ୍ୟ ଏକାଡେମୀର ମୁଖ୍ୟ ମାଧବ କୌଶିକ ଯୋଗ ଦେଇ ୨୦୨୪ ପାଇଁ ୨୩ ଜଣ ଲେଖକଙ୍କୁ ପୁରସ୍କୃତ କରାଯିବା ନେଇ ଘୋଷଣା କରାଯାଇଛି । ବୋର୍ଡର…
Read More...

ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ଲୋକଙ୍କୁ ଭଲ ବ୍ୟବହାର କର

ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଅନ୍ତୁ । ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରୁ । ଲୋକଙ୍କୁ…
Read More...

କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆ ପରିବାରବର୍ଗଙ୍କ ପାଇଁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ…

ଭୁବନେଶ୍ବରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ବତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ଏହି ଅବସରରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ…
Read More...