Browsing Category

Odisha

ଅକ୍ଷୟ ତୃତୀୟାରେ ମୁଖ୍ୟମନ୍ତ୍ରୀଙ୍କ ଉପହାର; ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

ଚାଷୀଙ୍କ ଖାତାକୁ ଆସିଲା 'କାଳିଆ' ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି…
Read More...

ଆଗାମୀ ୫ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି । ଏନେଇ ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…
Read More...

ଭଙ୍ଗା ହେବ ସିଏମସି ଡେପୁଟି ମେୟର ଦମୟନ୍ତୀ ମାଝୀଙ୍କ ଘର; IDCO ପକ୍ଷରୁ ନୋଟିସ

ଭଙ୍ଗା ହେବ ସିଏମସି ଡେପୁଟି ମେୟର ଦମୟନ୍ତୀ ମାଝୀଙ୍କ ଘର | ଏନେଇ IDCO ପକ୍ଷରୁ ତାଙ୍କୁ ନୋଟିସ ଜାରି କରାଯାଇଛି | ଜଗତପୁର ଅଞ୍ଚଳରେ ଏକ ଡ୍ରେନ୍‌ ତିଆରି କାର୍ଯ୍ୟ ଆରମ୍ଭ କରିବାକୁ ଯାଉଛି ଇଡକୋ । ଏ ନେଇ ଦମୟନ୍ତୀଙ୍କ…
Read More...

ଅନୁକୂଳ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପବିତ୍ର ଅକ୍ଷୟ ତୃତୀୟା‌ ଅବସରରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଯାଇଛି। ତିନି ଧଉରା କାଠ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଛି। ଅପରାହ୍ଣ ପ୍ରାୟ ୪ଟାରେ ଶ୍ରୀମନ୍ଦିରରୁ…
Read More...

ଆଜି ପବିତ୍ର ଅକ୍ଷୟ ତୃତୀୟା; ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଶୁଭ ଅନୂକୁଳର ମହାପର୍ବ | ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥିକୁ ପ୍ରତିବର୍ଷ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ | ଓଡିଶାର ପାରମ୍ପରିକ ପରିବେଶରେ ଅକ୍ଷୟ ତୃତୀୟାର ମହାତ୍ମ୍ୟ ରହିଛି…
Read More...

ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ପୁରସ୍କାର

ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ରୂପାୟନ ଏବଂ ସେଗୁଡ଼ିକର ସଫଳ ପରିଚାଳନା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ସ୍ୱତନ୍ତ୍ର ପୁରସ୍କାର ମିଳିଛି । ନିକଟରେ ଇଣ୍ଡିଆ ଟୁଡେ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ 'ଷ୍ଟେଟ୍ ଅଫ୍ ଦ…
Read More...

ସିମ କାର୍ଡ ଜାଲିଆତି ମାମଲା; ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ

ସିମ କାର୍ଡ ଜାଲିଆତି ମାମଲାରେ ରିମାଣ୍ଡରେ ଆସିବେ ତିନି ଅଭିଯୁକ୍ତ । ଗିରଫ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଅନୁମତି ଦେଇଛନ୍ତି କୋର୍ଟ । ଆସନ୍ତା ୪ ତାରିଖ ଠାରୁ ଏହି ତିନି ଅଭିଯୁକ୍ତ ରିମାଣ୍ଡରେ ଆସିବେ । ବାଚସ୍ପତିଙ୍କ…
Read More...

ଆସନ୍ତାକାଲି ମିଳିବ କାଳିଆ ଟଙ୍କା

ଆସନ୍ତାକାଲି ମିଳିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ…
Read More...

ପୋଲିସ୍ ଅଧିକାରୀଙ୍କୁ ଆକ୍ରମଣ; ଗାତକୁ ଠେଲିଲେ, ଗୋଇଠା ମାରିଲେ

ପୋଲିସ୍ ଅଧିକାରୀଙ୍କୁ ଆକ୍ରମଣ । ଗାତକୁ ଠେଲିଲେ, ଗୋଇଠା ମାରିଲେ । କୋରାପୁଟ ନନ୍ଦପୁର ହାଟକୁ ଯାଇଥିଲା ପୋଲିସ । ନନ୍ଦପୁର ଥାନା ଇନିସ୍‌ପେକ୍ଟର ପ୍ରଫୁଲ ଲାକ୍ରା ଓ ପୋଲିସ୍ ଟିମ୍ ନନ୍ଦପୁରକୁ ଯାଇଥିଲେ । ସ୍ଥାନୀୟ ଅଞ୍ଚଳରେ…
Read More...

ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା

ଆସନ୍ତାକାଲି ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା | ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି | ତେବେ ଦୀର୍ଘ ୨ ବର୍ଷ ପରେ ଚନ୍ଦନଯାତ୍ରାରେ ଭକ୍ତ ସାମିଲ ହେବାକୁ ନେଇ ଥିବା ବେଳେ, ଯାତ୍ରା ପାଇଁ ସୁରକ୍ଷା…
Read More...

ପୁଣି ବଢ଼ିଲା ଓଜେଇଇ ଆବେଦନ ଅବଧି

୨୦୨୨-୨୩ ଶିକ୍ଷାବର୍ଷରେ ଇଞ୍ଜିନିୟରିଂ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ଆବେଦନ ସମୟସୀମାକୁ ପୁଣି ଆସନ୍ତା ମେ ୧୦ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହାକୁ ୩୦ ତାରିଖକୁ…
Read More...

ସିଂହଦ୍ୱାର ଗୁମୁଟରୁ ଡେଇଁ କିନ୍ନର ମୃତ

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଅଭାବନୀୟ ଘଟଣା । ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା। ଆତ୍ମହତ୍ୟା କରିଥିବା କିନ୍ନର ଜଣକ ହେଉଛନ୍ତି ନିମାପଡା ଗଡଇଟା ପୋଖରୀ ଗ୍ରାମର ବଳରାମ ରାଉତ । ଆଜି ମଧ୍ୟାହ୍ନ…
Read More...

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ; ମୁଣ୍ଡ ଉପରେ ଥିଲା ୫ଲକ୍ଷ ଟଙ୍କାର ପୁରସ୍କାର ରାଶି

କଳାହାଣ୍ଡି ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ଆଉ ଜଣେ ହାର୍ଡକୋର ମାଓବାଦୀ । ତା ନାଁ ଲାଲସୁ ଓରଫ ଲକ୍ଷ୍ମଣ ଆପକା । ଆଜି ଏହି ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛି । ଦୀର୍ଘ ୧୩ ବର୍ଷ ଧରି ଛତିଶଗଡ଼ ଏବଂ ଓଡିଶା ମାଓ…
Read More...

ହଠାତ ଅସୁସ୍ଥ ହୋଇପଡିଲେ ବିଧାୟକ ସୁବାସ ପାଣିଗ୍ରାହୀ

ହଠାତ ଅସୁସ୍ଥ ହୋଇପଡିଲେ ବିଧାୟକ ସୁବାସ ପାଣିଗ୍ରାହୀ । ଭୁବନେଶ୍ୱରରୁ ଦେବଗଡ କୋର୍ଟକୁ ସ୍ଥାନାନ୍ତର କରୁଥିଲା ପୋଲିସ । ଗିରଫ ପରେ ବିଧାୟକଙ୍କୁ ଦେବଗଡ କୋର୍ଟକୁ ନିଆଯାଉଥିଲା । ସ୍ୱାସ୍ଥ୍ୟ ପରୀକ୍ଷା ବେଳେ ଅସୁସ୍ଥ ଅନୁଭବ…
Read More...