Browsing Category

Politics

ନିର୍ବାଚନରେ ନିଶ୍ଚିତ ପରାଜୟ ଦେଖି ଅଫିସରଙ୍କୁ ଟାର୍ଗେଟ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ମତଦାନ ପରେ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି ଏବଂ ସରକାର ଗଠନ କରୁଛି । ୨୦୨୪ ଜୁନ୍ ୯ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ…
Read More...

ବିଜେପି ଦେଶ ପାଇଁ ବିପଦ: ମଲ୍ଲିକାର୍ଜ୍ଜୁନ ଖଡଗେ

ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ। ବିଜେପିକୁ ଟାର୍ଗେଟ କରି ଖଡଗେ କହିଛନ୍ତି ବିଜେପି ଦେଶ ପାଇଁ ବିପଦ। ବିଜେପିକୁ ଯଦି ନହଟାଇବେ ତେବେ ସମ୍ବିଧାନ ବିପଦରେ,…
Read More...

ବିଜେପିରୁ ବହିଷ୍କୃତ ହେଲେ ହିମାଂଶୁ ଶେଖର ସାହୁ

ବିଦ୍ରୋହୀଙ୍କ ଉପରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲା ଭାରତୀୟ ଜନତା ପାର୍ଟି । ବିଜେପିରୁ ବହିଷ୍କୃତ ହେଲେ ହିମାଂଶୁ ଶେଖର ସାହୁ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ…
Read More...

ଓଡିଶାକୁ ୨୫ ବର୍ଷ ତଳକୁ ଟାଣିନେବା ଭଳି ମେନିଫେଷ୍ଟୋ କରିଛି ବିଜେପି: ପାଣ୍ଡିଆନ

୨୦୧୯ରେ ଭୋଗରାଇବାସୀ ଯାହା ଦାବି ରଖିଥିଲେ ସେସବୁ ବିଜେଡି ସରକାର ପୂରଣ କରିଛି ।ଭୁଷଣ୍ଡେଶ୍ୱର ମନ୍ଦିରର ରୂପାନ୍ତରିକରଣ ପାଇଁ ଆର୍ଥିକ ସହଯୋଗ ଦିଆଯାଇଛି । ଭୋଗରାଇର ଡ୍ରେନେଜ୍ କାମ କରିବାକୁ ଭୋଗରାଇ ସଂସ୍କାର ପ୍ରୋଜେକ୍ଟ…
Read More...

ଓଡ଼ିଶାର ପ୍ରାୟ ୫୦ ପ୍ରତିଶତ ମହିଳାଙ୍କ ସଶକ୍ତୀକରଣ ଓ କଲ୍ୟାଣ ପାଇଁ ଦଳର ପ୍ରତିବଦ୍ଧତାକୁ ଆମେ ଦୋହରାଉଛୁ: ବିଜେଡି

ମହିଳାମାନେ ହେଉଛନ୍ତି ଶକ୍ତିର ପ୍ରତିନିଧି- ମା ଲକ୍ଷ୍ମୀ, ମା’ ସରସ୍ୱତୀ ଓ ମା’ ଦୁର୍ଗା। ବର୍ଷକୁ ବର୍ଷ ଏବଂ ନିର୍ବାଚନ ପରେ ନିର୍ବାଚନ ରେ ଏହି ଶକ୍ତି ବିଜେଡି ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହିତ ରହିଛନ୍ତି। କାରଣ…
Read More...

ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି; ଜୁନ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ

ଓଡ଼ିଶାର ଭାଗ୍ୟ ବଦଳିବାକୁ ଯାଉଛି । ଓଡ଼ିଶାରେ ସରକାର ବଦଳିବ । ନ୍ୟୁଜ ଏଜେନ୍ସୀ ANIକୁ ସାକ୍ଷାତକାର ଦେଇ ଏହା କହିଛନ୍ତ ମୋଦି। ନିଜ ପୁରୁଣା କଥା ଦୋହରାଇଛନ୍ତି ମୋଦି। ଜୁନ ୪ ରେ ବର୍ତ୍ତମାନର ସରକାରଙ୍କ ଏକ୍ସପାରୀ ଟେଡ୍ ।…
Read More...

ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶାବାସୀ: ପାଣ୍ଡିଆନ

ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ବାକି ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର। ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍…
Read More...

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ବର୍ଷିଲେ ଅପରାଜିତା ଷଡଙ୍ଗୀ

ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ପ୍ରେସମିଟ୍ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ସିଧା ସିଧା ରାଜ୍ୟ ସରକାରଙ୍କୁ…
Read More...

ନିମାପଡା ପାଇଁ ୮ଜଣ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ନିମାପଡାରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେଡିର ରଣନୀତି ଆରମ୍ଭ ହୋଇଛି । ବିଭିନ୍ନ ଦଳ ରାଜନୀତିକୁ ଲକ୍ଷ୍ୟ କରି ନିଜ ନିଜ ପତିଆରା ନିମାପଡାରେ ଆରମ୍ଭ କରିଦେଇଛନ୍ତି । ନିମାପଡା ରାଜନୀତିକୁ ଫୋକସ କରିବା ପାଇଁ…
Read More...

କେନ୍ଦ୍ରାପଡାରୁ ଜଣଙ୍କୁ ୧୦ ବର୍ଷ ସାଂସଦ କରି ପଠାଇଥିଲୁ , ସେ କେନ୍ଦ୍ରାପଡା ପରିବର୍ତ୍ତେ ନିଜ କମ୍ପାନି ପାଇଁ କାମ…

କେନ୍ଦ୍ରାପଡା ବାରୁଅରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଜନସଭାକୁ ସମ୍ବୋଧିତ କରି ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିଛନ୍ତି ନବୀନ । ଏହାସହ ଜୁଲାଇରୁ ବିଜୁଳି ବିଲ ଆସିବନି ବୋଲି କହିଛନ୍ତି ନବୀନ ।…
Read More...

ମହାପ୍ରଭୁ ଜଗନ୍ନାଥ ଓ ରାଜ୍ୟବାସୀଙ୍କ ଆଶୀର୍ବାଦରେ ବିଜେଡି ବଡ଼ ବିଜୟ ହାସଲ କରିବ: ପାଣ୍ଡିଆନ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ସୁଦ୍ଧା ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡି ସଂଖ୍ୟା ଗରିଷ୍ଠତା ହାସଲ କରିଛି । ବର୍ତମାନ ସୁଦ୍ଧା ଦଳ ୮୦ରୁ ୮୫ ପ୍ରତିଶତ ବିଜୟ ହାସଲ କରିଛି । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ପରେ…
Read More...

ଓଡ଼ିଶାରେ ଓଡ଼ିଆ ଭାଷା ସଂସ୍କୃତି ଆଧାରରେ ସରକାର ହେବାକୁ ଯାଉଛି:ସ୍ମୃତି ଇରାନୀ

ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଆଜି ଦେଶର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୬ ଲୋକସଭା, ୪୨ ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ମତଦାନ କେନ୍ଦ୍ରରେ ଭୋଟରଙ୍କ ଲମ୍ବା…
Read More...

ବିଜୁ ଜନତା ଦଳ ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସପୋର୍ଟ କରିଥିଲା: ମୁଖ୍ୟମନ୍ତ୍ରୀ

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ…
Read More...

ଓଡ଼ିଶାରେ ବିଜେପି ୨୧ରୁ ୨୧ ଲୋକସଭା ଆସନ ଜିତିବ: ଜେପି ନଡ୍ଡା

ଓଡ଼ିଶାରେ ମାରାଥନ୍‌ ପ୍ରଚାର କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା । ପ୍ରଥମେ ମୟୂରଭଞ୍ଜ ଜିଲ୍ଲା କରିଞ୍ଜିଆରେ ଅୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ ନଡ୍ଡା । ଏହାପରେ ଧାମନଗର ଓ…
Read More...