Browsing Category

Politics

୪ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ବିଧାନସଭା ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା । ୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ମାହାଙ୍ଗା, ସତ୍ୟବାଦୀ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି…
Read More...

ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ…
Read More...

ସମ୍ବଲପୁରର ସାମୂହିକ ବିକାଶ ଏବଂ ନ୍ୟାୟପାଳିକା ବ୍ୟବସ୍ଥାର ଉନ୍ନତି ନେଇ ହେଲା ଆଲୋଚନା – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ଆଜି ସମ୍ବଲପୁର ବାର୍ ଆସୋସିଏସନର ସଦସ୍ୟ ମାନଙ୍କୁ ଭେଟିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଲୋକଙ୍କ ଆଶୀର୍ବାଦ…
Read More...

ବିଜେଡିରେ ମିଶିଲେ ସମ୍ବଲପୁରର ସାଂସଦ ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ

ଆଜି ସମ୍ବଲପୁରର ସାଂସଦ ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଅରୁନ୍ଧତୀ ଓ ତାଙ୍କ ପୁଅ ନମନଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ । ଏହି ଅବସରରେ ରାଜ୍ୟସଭା…
Read More...

୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଆଜି ବିଜେପି ପୁଣି ତାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଆଜି ୨୧ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ତେବେ ଜାଣନ୍ତୁ କିଏ କେଉଁ ଆସନରୁ ହେଲେ ପ୍ରାର୍ଥୀ…ରାଉରକେଲା: ଦିଲ୍ଲୀପ ରାୟପାଟଣା:…
Read More...

ବିଜେଡି ଧର୍ମୀୟ ଭାବନା ସହ ଖେଳ କରି ଲୋକଙ୍କୁ ମାନସିକ ଆଘାତ ଦେଉଛି: ବିଜେପି

ବିଜୁ ଜନତା ଦଳ ଦୀର୍ଘଦିନ ଶାସନରେ ରହିବା ପରେ ମଧ୍ୟ ଭ୍ରଷ୍ଟାଚାର, ବ୍ୟଭିଚାର, ଲୋକଙ୍କ ବିଶ୍ୱାସ, ହୀନ ରାଜନୀତି କରିବାରେ ସୀମା ଉଲଘଂନ କରିଆସିଛି, ଯାହା ବିଜେପି ବାରମ୍ବାର ଅଭିଯୋଗ କରିଛି । କିନ୍ତୁ ଏଥର ବିଜେଡି ଧର୍ମୀୟ…
Read More...

ସୁରଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କୃତ

ଦଳରୁ ବହିଷ୍କାର ହେଲେ କଂଗ୍ରେସର ବରିଷ୍ଠ ନେତା ସୁୁରେଶ ରାଉତରାୟ। ସୁରେଶ ରାଉତରାୟଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି । ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କଲା ଏଆଇସିସି । ଏଆଇସିସି ପକ୍ଷରୁ ପ୍ରେସ୍ ରିଲିଜ…
Read More...

ବିଜେପିରେ ମିଶିଲେ ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ

ବିଜେପିରେ ମିଶିଲେ ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ପଦ୍ମ ଧରିଛନ୍ତି ପ୍ରଭାସ । ବରଗଡ଼ ଆସନରୁ ଚଳିତ ଥର ଟିକେଟ୍‌ ନ ଦେବାରୁ ପ୍ରଭାସ ସିଂ ବିଜେଡିରୁ ଇସ୍ତଫା ଦେଇଥିଲେ ।…
Read More...

ବିଜେପିରେ ମିଶିଲେ ସୋସିଆଲ ମିଡିଆରେ ଚର୍ଚ୍ଚିତ କାର ଖାନାର ଦୁଇ ଯା’

ଭୁବନେଶ୍ୱରରେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା ଦୁଇ ଯା' ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଓ ପୁରୀ…
Read More...

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ । ଏହାସହ ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଉଭୟ ଗତ ୪ ଦିନ ତଳେ ବିଜେଡି ଛାଡିଥିଲେ ।ବିଜେଡି ଆଉ…
Read More...

ବିଜେଡି ରାଜ୍ୟ ସମ୍ପାଦକ ପଦରୁ ଇସ୍ତଫା ଦେଲେ ସରୋଜ କୁମାର ସାହୁ

ବିଜେଡି ରାଜ୍ୟ ସମ୍ପାଦକ ପଦରୁ ଇସ୍ତଫା ଦେଲେ ସରୋଜ କୁମାର ସାହୁ । ପଦରୁ ଇସ୍ତଫା ସହ ଦଳର ପ୍ରାଥମିକ ସଦସ୍ୟରୁ ମଧ୍ୟ ଇସ୍ତଫା ଦେଲେ ସରୋଜ କୁମାର ସାହୁ । ସେ ଗୋଟିଏ ସାମ୍ବାଦିକ ସମ୍ମିଳନୀ କରି ନିଜର ଇସ୍ତଫା ସମ୍ପର୍କରେ…
Read More...

ବିଜେପିରେ ମିଶିଲେ ଅଜୟ ନାୟକ

ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି । ବିଧାୟକ ବ୍ୟୋମକେଶଙ୍କ ମାମୁଁ ହେଉଛନ୍ତି ଅଜୟ । ସେ ବ୍ୟୋମକେଶଙ୍କ…
Read More...

ଚାର୍ଜସିଟ୍ ଦ୍ୱାରା ବିଜେଡିର ୨୫ ବର୍ଷର ମିଥ୍ୟା ରୂପାନ୍ତରଣ ସହ ବିଫଳତାର ପର୍ଦ୍ଦାଫାଶ କରାଯିବ: ଧର୍ମେନ୍ଦ୍ର ପ୍ରଧାନ

ଢେଙ୍କାନାଳ/ଅନୁଗୋଳ(ବ୍ୟୁରୋ): ବିଜେଡି ଓଡ଼ିଶାବାସୀଙ୍କ ସହ ପ୍ରତାରଣା କରିଛି । କିଛି ମୁଷ୍ଟିମେୟ ଲୋକଙ୍କ ହାତରେ ଶାସନ ବ୍ୟବସ୍ଥା ସୀମିତ ଅଛି । ଏହି ସବୁ ନିର୍ବାଚନୀ ପ୍ରସଙ୍ଗକୁ ଆୟୁଧ କରି ବିଜେପି ଲୋକଙ୍କ ପାଖକୁ ଯିବା ସହ…
Read More...