Browsing Category

Politics

ଚାଲିଛି ଭୋଟ ଗଣତି; ଭୁବନେଶ୍ୱର-କଟକ-ବ୍ରହ୍ମପୁର ମହାନଗର ମେୟର ଆସନରେ ବିଜେଡି ଆଗୁଆ

ପୌର ଫଳାଫଳ । ଚାଲିଛି ଭୋଟ ଗଣତି । ରାଜ୍ୟର ତିନି ମହାନଗର ନିଗମ ଆସନରେ ଆଗରେ ଚାଲିଛି ବିଜେଡି । କଟକ ଓ ବ୍ରହ୍ମପୁର ମହାନଗର ଆସନରେ ଗଣତି ସଠିକ୍‌ ସମୟରେ ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱର ଟିକିଏ ବିଳମ୍ବରେ ହୋଇଥିଲା ଗଣତି…
Read More...

ପୌର ନିର୍ବାଚନ ପରାଜୟ ଭୟରେ ହତାଶ ହୋଇପଡ଼ିଛି ବିଜେପି: ବିଜେଡି

ଭୁବନେଶ୍ୱର: ଆସନ୍ତାକାଲି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଯାଉଛି । ପଞ୍ଚାୟତ ନିର୍ବାଚନ ଭଳି ଏହି ନିର୍ବାଚନରେ ମଧ୍ୟ ବଡ଼ ପରାଜୟର ସମ୍ମୁଖୀନ ହେବାକୁ ଯାଉଥିବା ଜାଣିବା ପରେ ବିଜେପି ନେତାମାନେ ହତାଶ ହୋଇ ପଡ଼ିଛନ୍ତି…
Read More...

ସରିଲା ପୌର ନିର୍ବାଚନ; କେଉଁଠି କେତେ ପ୍ରତିଶତ ମତଦାନ ହେଲା ଜାଣନ୍ତୁ

ପୌର ନିର୍ବାଚନ ଭୋଟ ନେଇ ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନ । ୧୦୬ ପୌରାଞ୍ଚଳରେ ୬୫ ପ୍ରତିଶତ ମତଦାନ ହୋଇଛି । କଟକ ମହାନଗରରେ ୬୫ ପ୍ରତିଶତ, ଭୁବନେଶ୍ୱରରେ ୫୦ ପ୍ରତିଶତ ଓ ବ୍ରହ୍ମପୁରରେ ୪୭ ପ୍ରତିଶତ ମତଦାନ ହୋଇଛି ।…
Read More...

ଭୋଟ ଦେଲେ ମୁଖ୍ୟ ଶାସନ ସଚିବ ଓ ରାଜ୍ୟ ନିର୍ବାଚନ କମିଶନର

ଭୋଟ ଦେଲେ ମୁଖ୍ୟ ଶାସନ ସଚିବ । ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୟୁନିଟ-୧ ୱାର୍ଡ ନମ୍ୱର ୪୦ ଅନ୍ତର୍ଗତ ସରକାରୀ ଉଚ୍ଚ…
Read More...

ଚାଲିଛି ପୌର ନିର୍ବାଚନ; ସକାଳ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ରାଜ୍ୟରେ ଚାଲିଛି ପୌର ନିର୍ବାଚନ । ସମସ୍ତ ଅଞ୍ଚଳରେ ଶାନ୍ତି ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି । ସକାଳ ୧୧ଟା ସୁଦ୍ଧା ୨୧ ପ୍ରତିଶତ ପୋଲିଂ ହୋଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ପୌର…
Read More...

ଆସନ୍ତାକାଲି ରାଜ୍ୟରେ ପୌର ନିର୍ବାଚନ; ସକାଳ ୮ଟାରୁ ଭୋଟ୍ ଗ୍ରହଣ

ଆସନ୍ତାକାଲି ରାଜ୍ୟରେ ପୌର ନିର୍ବାଚନ । ୨୬ରେ ଗଣତି । ଏଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏନଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ୱାର୍ଡରେ ହେବ ନିର୍ବାଚନ । ୪ ହଜାର ୩ ଶହ ୭୩ ବୁଥରେ ମୋଟ…
Read More...

ରାଜ୍ୟସଭା ନିର୍ବାଚନ ପାଇଁ ଏହି ୪ ଜଣଙ୍କ ନାଁ ଘୋଷଣା କଲା ଆପ୍‌

ପଞ୍ଜାବ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରି ସରକାର ଗଢିଥିବା ଆମ୍ ଆଦମୀ ପାର୍ଟି ରାଜ୍ୟସଭା ଆସନ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ କ୍ରିକେଟର ହରଭଜନ ସିଂହ, ଆଇଆଇଟି ପ୍ରଫେସର ସନ୍ଦୀପ ପାଠକ,…
Read More...

ପୌର ନିର୍ବାଚନ ପାଇଁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବନ୍ଦ ହେବ ପ୍ରଚାର

ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ପାଇଁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବନ୍ଦ ହେବ ପ୍ରଚାର । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪୩୭୩ବୁଥରେ ୪୦ଲକ୍ଷ ୫୫ହଜାର ୫୩ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ…
Read More...

ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ; ୩୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। ୩୦ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ। ମୁରାଦାବାଦ ବିଜନୋର ସ୍ଥାନୀୟ ପ୍ରାଧିକରଣରୁ ସତ୍ୟପାଳ ସୋନୀ, ରାମପୁର ବରେଲି ସ୍ଥାନୀୟ…
Read More...

୪ ରାଜ୍ୟ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଚଳିତ ବର୍ଷ ରାଜ୍ୟସଭାରେ ହେବାକୁ ଥିବା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ଚାରି ରାଜ୍ୟରେ ନିଜର ପ୍ରାର୍ଥୀ ଘୋଷଣା କରିଛି। ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଶୁକ୍ରବାର ଏହି ଘୋଷଣା କରିଛନ୍ତି । ଆସାମରୁ ପବିତ୍ରା…
Read More...

ବିଜେଡିରୁ ୬ ନେତା ହେଲେ ବିଦା

ଗୋଟିଏ ଦିନରେ ୬ ଜଣ ନେତାଙ୍କୁ ଦଳରୁ ନିଲମ୍ବନ କଲା ବିଜେଡି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଏହି ୬ ଜଣ ସଦସ୍ୟଙ୍କୁ ନିଲମ୍ବିତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନିଲମ୍ବିତ ନେତାଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ବର…
Read More...

ମତଦାନ ଦିନ କର୍ମଚାରୀଙ୍କୁ ମିଳିବ ଛୁଟି

ମତଦାନ ଦିନ କର୍ମଚାରୀଙ୍କୁ ମିଳିବ ଛୁଟି । ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ପୌର ନିର୍ବାଚନରେ ଅଂଶଗ୍ରହଣ କରିବେ ସମସ୍ତ କର୍ମଚାରୀ । ଏ ନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଶ୍ରମ ଆୟୋଗ । ଉଭୟ ଘରୋଇ ଏବଂ…
Read More...

୨ ନେତାଙ୍କୁ ଦଳରୁ ନିଲମ୍ବିତ କଲେ ବିଜେଡି ସୁପ୍ରିମୋ

ବିଜୁ ଜନତା ଦଳର ଆକ୍ସନ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଅନୁଗୁଳ ଏନ୍‌ଏସ୍‌ସିର ନିହାର ହୋତା ଓ ସନ୍ତୋଷ ହୋତାଙ୍କୁ ନିଲମ୍ବନ କରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ଦଳ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି…
Read More...

ମହିଳାଙ୍କୁ ମିଳିଛି ୭୦% ଜିଲ୍ଲା ପରିଷଦ ସଭାପତି ଆସନ: ବିଜେଡି

ଭୁବନେଶ୍ୱର: ୨୦୨୨ ଜିଲ୍ଲା ପରିଷଦ ନିର୍ବାଚନରେ ବିଜୁ ଜନତା ଦଳକୁ ଆଶୀର୍ବାଦ ଦେଇଥିବାରୁ ଓଡିଶାବାସୀଙ୍କୁ ଧନ୍ୟବାଦ । ଏହି ବିଜୟ ହେଉଛି ୪.୫ କୋଟି ଓଡିଆଙ୍କ ବିଜୟ ଏବଂ ଓଡିଶାର ବିକାଶର ବିଜୟ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ…
Read More...