Browsing Category

Politics

ଆପଣମାନଙ୍କ ଉପସ୍ଥିତି ଓ ଉତ୍ସାହ ପ୍ରମାଣିତ କରୁଛି ଓଡ଼ିଶାରେ ଏଥର ବିଜେପି କରିବ ସରକାର: ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର/ଚଣ୍ଡିଖୋଲ(ବ୍ୟୁରୋ): ଯାଜପୁର ଜିଲ୍ଲା ଚଣ୍ଡିଖୋଲଠାରେ ଆୟୋଜିତ “ମୋଦି ଗ୍ୟାରେଂଟି” ବିକଶିତ ଭାରତ ବିକଶିତ ଓଡ଼ିଶା ସମାବେଶରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ କାର୍ଯ୍ୟକର୍ତାଙ୍କ ମନରେ…
Read More...

ମୋଦିଜୀ ଓଡ଼ିଶାରେ ଗରିବ କଲ୍ୟାଣର ଗ୍ୟାରେଣ୍ଟି ଦେଇଛନ୍ତି – ଧର୍ମେନ୍ଦ୍ର ପ୍ରଧାନ

ଚଣ୍ଡିଖୋଲ(ବ୍ୟୁରୋ):୧୪୦ କୋଟି ଭାରତୀୟ ପରିବାର ମୁଖିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଦା ଓଡ଼ିଶାର ସାମୂହିକ ବିକାଶ ଓ ଗରିବ କଲ୍ୟାଣ ପାଇଁ ଦାୟିତ୍ୱ ନେବାର ଗ୍ୟାରେଣ୍ଟି ଦେଇଛନ୍ତି । ମଙ୍ଗଳବାର ଯାଜପୁର ଜିଲ୍ଲାର…
Read More...

ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଓଡ଼ିଶାର ଉଲ୍ଲେଖନୀୟ ଅଗ୍ରଗତି: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟରେ ରାଜ୍ୟ ରାଜପଥ ୪୧୨୪ କିମି, ଜିଲ୍ଲା ମୁଖ୍ୟ ରାସ୍ତା ୨୬୩୧ କିମି ଓ ଜିଲ୍ଲାର ଅନ୍ୟ ରାସ୍ତା ୧୮,୮୦୯ କିମି ରହିଛି । ରାଜ୍ୟରେ ବିଜୁ ଏକ୍ସପ୍ରେସ ୱେ ଉତ୍ତର ଦକ୍ଷିଣ କରିଡରରେ ୬୩୮ କିମି…
Read More...

ବିଜେଡିର ମିଶ୍ରଣ ପର୍ବ; ବିଜେଡ଼ିରେ ଯୋଗ ଦେଲେ ବଣାଁଇ କିଶାନ ସମାଜ ସଭାପତି

ଭୁବନେଶ୍ୱର(ବ୍ୟୁରୋ): ସୁନ୍ଦରଗଡ ଜିଲ୍ଲାର ବଣାଁଇ କିଶାନ ସମାଜର ସଭାପତି ଓ ସମ୍ପାଦକଙ୍କ ସମେତ ୨ ହଜାରରୁ ଉର୍ଦ୍ଧ୍ୱ କର୍ମୀ ଆଜି ଶଙ୍ଖ ଭବନ ଠାରେ ମନ୍ତ୍ରୀ ତଥା ସୁନ୍ଦରଗଡ ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରୀତିରଂଜନ ଘଡାଇ,…
Read More...

ବିଜେପିରେ ସାମିଲ ହେଲେ ପ୍ରେମାନନ୍ଦ ନାୟକ, ନରେନ ପଲେଇ ଓ ରାଜୁ ଦାସ

ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ…
Read More...

ବିଜେପିରେ ସାମିଲ ହେଲେ ଅରବିନ୍ଦ ଢାଲି

ବିଜେଡିରୁ ଗତକାଲି ଇସ୍ତଫା ଦେବା ପରେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳୀର ବିଧାୟକ ଅରବିନ୍ଦ ଢାଲି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ…
Read More...

ଲୋକସଭା ନିର୍ବାଚନ; ବିଜେପି ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା

ଲୋକସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦି ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…
Read More...

ଓଡିଶାରେ ଅତ୍ୟନ୍ତ ଦୃଢ ସ୍ଥିତିରେ ଅଛି ବିଜୁ ଜନତା ଦଳ: ବିଜେଡି

ଭୁବନେଶ୍ୱର(ବ୍ୟୁରୋ): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଏବଂ ୫-ଟି ପ୍ରକରଣରେ ସାରା ରାଜ୍ୟରେ ଚାଲିଥିବା ରୂପାନ୍ତରଣ କାର୍ଯ୍ୟ ଯୋଗୁଁ ବିଜୁ ଜନତାଦଳ ରାଜନୈତିକ…
Read More...

କଂଗ୍ରେସକୁ ଝଟକା, ଦଳରୁ ଇସ୍ତଫା ଦେଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଆଗକୁ ଆସୁଛି ନିର୍ବାଚନ । ଏହା ପୂର୍ବରୁ  କଂଗ୍ରେସକୁ ଝଟକା। କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ ଇସ୍ତଫା ପତ୍ର । ରାଜ୍ୟ…
Read More...

ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇଥିବା ପ୍ରଶାନ୍ତ ଜଗଦ୍ଦେବଙ୍କୁ କୋଳେଇ ନେଲା ବିଜେପି: ବିଜେଡି 

ଭୁବନେଶ୍ୱର(ବ୍ୟୁରୋ): ପ୍ରଶାନ୍ତ ଜଗଦେବ ଯିଏ କି ମାତାଲ ଅବସ୍ଥାରେ ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଅପରାଧିକ ମାମଲାରେ ଜେଲ ଯାଇଥିଲେ ଏବଂ ଯାହାଙ୍କ ବିରୁଦ୍ଧରେ ଓଡିଶା ବିଜେପିର ନେତା ଓ…
Read More...

ବିଜେପିରେ ମିଶିଲେ ପ୍ରଶାନ୍ତ ଜଗଦ୍ଦେବ

ଘଟିଲା ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ…
Read More...

ବିଜେପି-ବିଜେଡି ମେଣ୍ଟକୁ ନେଇ ଏଭଳି ଉତ୍ତର ରଖିଲେ ବିଜେଡି ବିଧାୟକ ନୃସିଂହ ସାହୁ

ବହୁଦିନ ଧରି ବିଜେପି-ବିଜେଡି ମେଣ୍ଟକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଥିବା ବେଳେ ମୁହଁ ଖୋଲିଛନ୍ତି ବରିଷ୍ଠ ବିଜେଡି ବିଧାୟକ ନୃସିଂହ ସାହୁ । ଗଣମାଧ୍ୟମକୁ ସୂଚନା ଦେଇ ନୃସିଂହ କହିଛନ୍ତି, ମେଣ୍ଟକୁ ନେଇ ବିଭିନ୍ନ…
Read More...

ରାଜ୍ୟସଭା ପାଇଁ ଆରମ୍ଭ ହୋଇଛି ମତଦାନ

ଆରମ୍ଭ ହୋଇଛି ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ । ଉତ୍ତରପ୍ରଦେଶ, କର୍ଣ୍ଣାଟକ ଓ ହିମାଚଳପ୍ରଦେଶରେ ୧୫ଟି ଆସନ ପାଇଁ ଚାଲିଛି ମତଦାନ । ଓଡ଼ିଶା ସମେତ ୧୫ ଟି ରାଜ୍ୟର ୫୬ ଟି ଆସନ ମଧ୍ୟରୁ ୪୧ ଜଣ ପ୍ରାର୍ଥୀ…
Read More...

ବିଜେଡ଼ିରେ ଯୋଗଦେଲେ ବ୍ରହ୍ମପୁର ମହାନଗର ନିଗମର ୪ ବିଜେପି କର୍ପୋରେଟର 

ଭୁବନେଶ୍ୱର(ବ୍ୟୁରୋ): ବ୍ରହ୍ମପୁର ମହାନଗର ନିଗମର ୪ ବିଜେପି କର୍ପୋରେଟର ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ, ସାଂସଦ ଡକ୍ଟର ସସ୍ମିତ ପାତ୍ର,…
Read More...