Browsing Category

Sports

ଆଇପିଏଲରୁ ଓହରିଲେ ସୁରେଶ ରାଇନା

ଦୁବାଇ: ଚେନ୍ନାଇ ସୁପର କିଙ୍ଗ୍ସର ଫ୍ୟାନ୍ସଙ୍କୁ ଆଉ ଏକ ଝଟକା । ସୁରେଶ ରାଇନା ବ୍ୟକ୍ତିଗତ କାରଣରୁ ୟୁଏଇରୁ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସିଇଓ କେ ଏସ ବିଶ୍ୱନାଥନଙ୍କ ତରଫରୁ ସିଏସକେ ନିଜର ଟୁଇଟ ର ପେଜରେ ପୋଷ୍ଟ…
Read More...

ରେସଲର ଭିନେଶ ଫୋଗଟଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ଷ୍ଟାର ରେସଲର ଭିନେଶ ଫୋଗଟ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି । ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଭିନେଶଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଗଣମାଧ୍ୟମକୁ ଏ ସମ୍ପର୍କରେ…
Read More...

ଚେନ୍ନାଇ ସୁପର କିଙ୍ଗସର ଜଣେ ବୋଲରଙ୍କ ସମେତ ୧୩ ଜଣଙ୍କୁ କରୋନା

ନୂଆଦିଲ୍ଲୀ: ସେପ୍ଟେମ୍ବର ୧୯ରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୦ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଦୁବାଇରେ ଚେନ୍ନାଇ ସୁପର କିଙ୍ଗସ(ସିଏସକେ)ର ଦ୍ରୁତ ବୋଲର ଏବଂ ସେମାନଙ୍କର ୧୨ଜଣ ସଦସ୍ୟ କରୋନା…
Read More...

ବ୍ୟାଡମିଣ୍ଟନ ଖେଳାଳି ସାତ୍ଵିକ ସାଇରାଜ କରୋନା ପଜିଟିଭ

ନୂଆଦିଲ୍ଲୀ: ଭାରତୀୟ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ସାତ୍ଵିକ ସାଇରାଜ ରାଙ୍କିରେଡ୍ଡି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କୋଭିଡ-୧୯ ରିପୋର୍ଟ ପଜିଟିଭ ଜଣାପଡିବା ପରେ ଗୋଟିଏ ସପ୍ତାହ ହୋମ କ୍ୱାରେଣ୍ଟିନରେ ରହିବାକୁ…
Read More...

ଦୌଡରାଣୀ ଦୂତି ପାଇବେ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର : ଓଡ଼ିଆ ଆଥଲେଟ ଦୂତି ଚାନ୍ଦ ଏ ବର୍ଷର ସମ୍ମାନଜନକ ଅର୍ଜୁନ ପୁରସ୍କାର ପାଇବେ । ଆଜି କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟପକ୍ଷରୁ ରାଜୀବ ଗାନ୍ଧି ଖେଳରତ୍ନ, ଅର୍ଜୁନ ପୁରସ୍କାର, ଦ୍ରୋଣାଚାର୍ଯ୍ୟ ପୁରସ୍କାର ଓ ଧ୍ୟାନଚାନ୍ଦ…
Read More...

କ୍ରିକେଟର ରୋହିତ ଶର୍ମାଙ୍କ ବ୍ୟତୀତ ୩ କ୍ରୀଡ଼ାବିତ ପାଇବେ “ରାଜୀବ ଗାନ୍ଧୀ ଖେଳରତ୍ନ” ପୁରସ୍କାର

ନୂଆଦିଲ୍ଲୀ: କ୍ରୀଡା ଜଗତର ସର୍ବଶ୍ରେଷ୍ଠ ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇବେ ଟିମ୍ ଇଣ୍ଡିଆର ଉପ ଅଧିନାୟକ ରୋହିତ ଶର୍ମା । ପୁରସ୍କାର ଚୟନ କମିଟି ଆଜି ଏଥିପାଇଁ ତାଙ୍କ ନାଁ ସୁପାରିଶ କରିଛି । ରୋହିତଙ୍କ…
Read More...

ଆଇପିଏଲ ୨୦୨୦ର ମୁଖ୍ୟ ପ୍ରାୟୋଜକ ଡ୍ରିମ-୧୧

ମୁମ୍ବାଇ : ଡିଜିଟାଲ ସ୍ପୋର୍ଟସ ପ୍ଲାଟଫର୍ମ ଡ୍ରିମ-୧୧ ଆଇପିଏଲର ଟାଇଟଲ ସ୍ପନସର ବା ମୁଖ୍ୟ ପ୍ରାୟୋଜକ ହେବ । ଏ ସଂପର୍କରେ ବିସିସିଆଇ ପକ୍ଷରୁ ମଙ୍ଗଳବାରଦିନ ଘୋଷଣା କରାଯାଇଛି । ଆଇପିଏଲ ଅଧ୍ୟକ୍ଷ ବ୍ରିଜେଶ ପଟେଲ କହିଛନ୍ତି…
Read More...

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ସୁରେଶ ରୈନା

ନୂଆଦିଲ୍ଲୀ : ମହେନ୍ଦ୍ର ସିଂ ଧୋନୀଙ୍କ ପରେ ଆଉ ଜଣେ ଲୋକପ୍ରିୟ ଭାରତୀୟ କ୍ରିକେଟ ତାରକା ସୁରେଶ ରୈନା ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଇନଷ୍ଟାଗ୍ରାମରେ ସେ ଏ ସମ୍ପର୍କରେ ଘୋଷଣା କରିଛନ୍ତି ।…
Read More...

ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଧୋନିଙ୍କ ଅବସର

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ଆଜି ସାରା ଦେଶ ୭୪ ତମ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ ଭାରତୀୟ କ୍ରିକେଟର ସବୁଠାରୁ…
Read More...

ଭେଣ୍ଟିଲେଟରରେ ପୂର୍ବତନ ଭାରତୀୟ କ୍ରିକେଟର ଚେତନ ଚୌହାନ

ନୂଆଦିଲ୍ଲୀ: ଭେଣ୍ଟିଲେଟରେ ପୂର୍ବତନ ଭାରତୀୟ କ୍ରିକେଟର ଚେତନ ଚୌହାନ। ପୂର୍ବତନ ଭାରତୀୟ କ୍ରିକେଟର ଚୌହାନଙ୍କ ସ୍ଥିତି ଖୁବ୍ ଗମ୍ଭୀର ରହିଛି । ତାଙ୍କୁ ଲାଇଫ ସର୍ପୋଟ ସିଷ୍ଟମରେ ରଖାଯାଇଛି । ଗତ ମାସକ ଭିତରେ ତାଙ୍କୁ କରୋନା…
Read More...

ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରୀତ ସିଂହଙ୍କୁ କରୋନା

ବେଙ୍ଗାଲୁରୁ: ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରୀତ ସିଂହ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସହ ଅନ୍ୟ ୩ ଜଣଙ୍କୁ ମଧ୍ୟ କରୋନା ସଂକ୍ରମିତ କରିଛି। ଆଗକୁ ବେଙ୍ଗାଲୁରୁରେ ଜାତୀୟ ଟିମ୍‌ର କ୍ୟାମ୍ପ ଆରମ୍ଭ…
Read More...

ଭିଭୋ ଆଇପିଏଲ ଟାଇଟଲ ସ୍ପନଶରରୁ ହଟିଲା, ୨ ଦିନ ମଧ୍ୟରେ ଟେଣ୍ଡର ଡକାଯିବ : ବିସିସିଆଇ

ନୂଆଦିଲ୍ଲୀ: ଚୀନ ମୋବାଇଲ କମ୍ପାନୀ ଭିଭୋ ଆଗାମୀ ଆଇପିଏଲ ସଂସ୍କରଣର ଟାଇଟଲ ସ୍ପନସରଶିପରୁ ହଟିବା କଥା ବିସିସିଆଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛି । ପୂର୍ବରୁ ଏ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା । ତେବେ…
Read More...

ଆଇପିଏଲ୍‌ରୁ ହଟିଲା ଭିଭୋ

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୩ ତମ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ଲାଗି ରହିଲାଣି ବାଦ ବିବାଦ । ଗତ ରବିବାର ଆଇପିଏଲ ପରିଚାଳନା ପରିଷଦ ବୈଠକରେ ଲିଗ ଉପରେ ମୋହର ବାଜିବା କ୍ଷଣି ଆରମ୍ଭ ହୋଇଗଲା ବିବାଦ…
Read More...

ବାପା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ: ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ପତ୍ନୀ ନତାସା ଷ୍ଟାନକୋଭିକ୍ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି । ଏନେଇ ନିଜେ ଟୁଇଟ ରେ ସୂଚନା ଦେଇଛନ୍ତି ହାର୍ଦ୍ଦିକ ।…
Read More...