କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଛନ୍ତି କେନ୍ଦ୍ର ସରକାର। ଏହା ସହିତ ବର୍ତ୍ତମାନ କର୍ମଚାରୀମାନେ ୫୦ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। ଗତ ଜାନୁୟାରୀରୁ ପିଛିଲା ଭାବେ ଏହା ଲାଗୁ ହେବ।

Next Post