ଆସନ୍ତା ୨୦ରେ ଓଡିଶା ଆସିବେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀଙ୍କ ଓଡିଶା ଗସ୍ତ । ଚଳିତ ମାସ ୨୦ ତାରିଖରେ ଓଡିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ। ଭୁବନେଶ୍ବରରେ ବିଜେପି ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଏକତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ ଜିତେନ୍ଦ୍ର ସିଂହ । ତେବେ...

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀଙ୍କ ଓଡିଶା ଗସ୍ତ । ଚଳିତ ମାସ ୨୦ ତାରିଖରେ ଓଡିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ। ଭୁବନେଶ୍ବରରେ ବିଜେପି ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଏକତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ ଜିତେନ୍ଦ୍ର ସିଂହ ।

ତେବେ ଜମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀରରେ ହୋଇଥିବା ଲାଭ ସହ କିଭଳି ଏକ ରାଷ୍ଟ୍ର ମଧ୍ୟରେ ଏକତା ବଜାୟ ରହିଛି ତାକୁ ନେଇ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରିବେ ଜମ୍ମୁ ଓ କାଶ୍ମୀର ସାଂସଦ ଜିତେନ୍ଦ୍ର ସିଂହ । ଏନେଇ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Spread the love
Categories
ଓଡିଶା

RELATED BY