ଖାରବେଳ ଭବନକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍‌ଘାଟିତ ହୋଇଯାଇଛି। ପ୍ରାୟ ୧୨୮ କୋଟି ଟଙ୍କାରେ ନିର୍ମିତ ଏହି ଭବନରେ ୧୧ଟି ବିଭାଗ କାର୍ଯ୍ୟ କରିବ। ଏଲ୍‌ ଆଣ୍ଡ ଟି ଦ୍ୱାରା ଏହି ଭବନକୁ...

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍‌ଘାଟିତ ହୋଇଯାଇଛି। ପ୍ରାୟ ୧୨୮ କୋଟି ଟଙ୍କାରେ ନିର୍ମିତ ଏହି ଭବନରେ ୧୧ଟି ବିଭାଗ କାର୍ଯ୍ୟ କରିବ। ଏଲ୍‌ ଆଣ୍ଡ ଟି ଦ୍ୱାରା ଏହି ଭବନକୁ ନିର୍ମାଣ କରାଯାଇଛି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମହାତ୍ମା ଗାନ୍ଧିଙ୍କର ‘ପରଶମଣି’କୁ ଉନ୍ମୋଚନ କରିଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜୟନ୍ତୀ ଅବସରରେ ସେ ଲୋକସେବା ଭବନର ପାମ୍‌କୋଟ୍‌ରେ ଏହାକୁ ଉନ୍ମୋଚନ କରିଛନ୍ତି।

ସୂଚନାଯୋଗ୍ୟ ଭାରତ ୭୩ତମ ସ୍ୱାଧୀନତା ଦିବସ ପାଳନ କରୁଥିବା ବେଳେ ରାଜ୍ୟର କିଛି ଗୁରୁତ୍ୱପୂର୍ଣ୍ଣ ବିଭାଗର ପରିଚାଳନା ପାଇଁ ନିର୍ମିତ ବିଶାଳ ଖାଳବେଳ ଭବନକୁ ମୁଖ୍ୟମନ୍ତ୍ରୀ ନବୀନ ଆଜି ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନର ଉଦ୍‌ଘାଟନ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love
Categories
ଓଡିଶା

RELATED BY

  • କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

    କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ।...
  • ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

    ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...
  • ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

    ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...
  • ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

    ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ...