ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ସେମାନେ ହେଲେ କୋରୋଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତୋସିଫ ରାଜା ଓ ମହମ୍ମଦ ସୋଏବ ଅଖତର। ଗଣେଶ ପୂଜା ଦିନ ନିଜ ଜୀବନକୁ ବାଜି...

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ଦୁଇ ସାହସୀ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ସେମାନେ ହେଲେ କୋରୋଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତୋସିଫ ରାଜା ଓ ମହମ୍ମଦ ସୋଏବ ଅଖତର।

ଗଣେଶ ପୂଜା ଦିନ ନିଜ ଜୀବନକୁ ବାଜି ଲଗାଇ ଜଣେ ପାଞ୍ଚ ବର୍ଷର ଶିଶୁକୁ ପୋଖରୀରୁ ଉଦ୍ଧାର କରିଥିଲେ। ଉଦ୍ଧାର ଶିଶୁର ପେଟରୁ ପାଣି ବାହାର କରିବା ପରେ ତାଙ୍କୁ ଘରେ ଛାଡ଼ି ଦେଇଥିଲେ। ଦୁଇ ଛାତ୍ରଙ୍କ ଏଭଳି ସାହସିକତା ପାଇଁ ସାରା ରାଜ୍ୟରୁ ପ୍ରଶଂସାରୁ ସୁଅ ଛୁଟିବା ପରେ ମୁଖ୍ୟମନ୍ତ୍ରୀ ଦୁହିଁଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...