ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି । ଚିଠିରେ ନବୀନ ମନରେଗା ଶ୍ରମିକମାନଙ୍କୁ ୨୧ ଦିନର ସହାୟତା ଦେବାକୁ ଉଲ୍ଲେଖ କରିଛନ୍ତି ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସ ପାଇଁ ଭାରତକୁ ୨୧ ଦିନ ପାଇଁ ଲକଡାଉନ ଘୋଷଣା କରିଛନ୍ତି । ଏହି ଲକଡାଉନ ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ବେଳେ ଏପ୍ରିଲ ୧୪ ଯାଏଁ ଜାରି ରହିବ ।