ଭୁବନେଶ୍ୱର: ମହାପ୍ରଭୁଙ୍କ ଶ୍ରୀ ଗୁଣ୍ଡିଚା ଯାତ୍ରା ଆଜି ଶୃଙ୍ଖଳା ର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ବିଶେଷ କରି ସେବାୟତ , ପୁରୀ ଜିଲ୍ଲା ପଶାସନ ଶ୍ରୀ ମନ୍ଦିର ପଶାସନ, ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସ ପଶାସନକୁ ଧନ୍ୟବାଦ ଜଣାଇଛନ୍ତି । ଏହା ସହିତ ପୁରୀ ର ଜନସାଧାରଶକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି ।