ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି

ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।