୪ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ବିଧାନସଭା ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା । ୪ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ମାହାଙ୍ଗା, ସତ୍ୟବାଦୀ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ ।

ମାହାଙ୍ଗା- ଦେବେନ୍ଦ୍ର କୁମାର ସାହୁ

ସତ୍ୟବାଦୀ- ମନୋଜ ରଥ

ଭୁବନେଶ୍ୱର ମଧ୍ୟ-ପ୍ରକାଶ ଚନ୍ଦ୍ର ଜେନା

ଭୁବନେଶ୍ୱର ଉତ୍ତର -ଅଶୋକ କୁମାର ଦାସ