ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ଅସୁସ୍ଥ ହୋଇପଡିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସୋନିଆଙ୍କର ରୁଟିନ ଚେକଅପ୍‌ ହୋଇଥିବା ଜଣାପଡିଛି । ତେବେ ବର୍ତ୍ତମାନ କଂଗ୍ରେସ ଅଧ୍ୟକ୍ଷାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଗଙ୍ଗାରାମ ହସ୍ପିଟାଲର ଚେୟାରମ୍ୟାନ ଡାକ୍ତର ଡିଏସ ରାଣା ।