ଭୁବନେଶ୍ୱର: ରାଜ୍ୟରେ ଆଉ ୪ କରୋନା ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟରେ ପ୍ରକାଶ ।