ଭୁବନେଶ୍ୱର: ଗତକାଲି ଓଡ଼ିଶାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଚାରିଜଣଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ବୋଲି ଜଣାଯାଇଛି। ଆଜି ପୁଣି ଭୁବନେଶ୍ୱରର ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଦୁଇଜଣ ସୁନ୍ଦରଗଡ଼ ଜିଲ୍ଲାର ଓ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାଯାଇଥିଲା।
Patient Details of four positive cases of 11th April, #Covid19 #Odisha pic.twitter.com/WokFWKuVBe
— I & PR Department, Odisha (@IPR_Odisha) April 12, 2020