ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ସେ ଭୁବନେଶ୍ୱରର ବୋଲି ଜଣାପଡିଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଉ ଜଣେ ଆକ୍ରାନ୍ତ ସୁସ୍ଥ ହେବା ପରେ ରାଜ୍ୟରେ ଏବେ ସୁଦ୍ଧା ୩୩ଜଣ କରୋନା ସୁସ୍ଥ ହୋଇଛନ୍ତି ।