ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଛି। ସେ ଭୁବନେଶ୍ୱରର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଇତି ମଧ୍ୟରେ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Next Post